Tuesday, September 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୧ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
June 29, 2021
in Crime, State
୧୧ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଜଣେ ଗିରଫ
60
VIEWS
Share on FacebookShare on Twitter

ମୁନିଗୁଡା, (ବାଘୁଆବାର୍ତ୍ତା): ରାୟଗଡା ଜିଲ୍ଲା ମୁନିଗୁଡା ଶ୍ମଶାନ ନାଳ ନିକଟରୁ ଏକ କାରକୁ ଯାଞ୍ଚ ବେଳେ ସେଥିରୁ ୧ କ୍ବିଣ୍ଟାଲ ୧୦ କେଜି ଗଞ୍ଜେଇ ଜବତ ହୋଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୧ ଲକ୍ଷ ଟଙ୍କା ହେବ। ଏଥସହ ପୋଲିସ ଜଣକୁ ଗିରଫ କରିଛି। ରାୟଗଡା ଜିଲ୍ଲା ମୁନିଗୁଡା ଶ୍ମସାନ ନାଳ ନିକଟରେ ପୋଲିସ ଗାଡିମଟର ଯାଞ୍ଚ କରୁଥିଲା। ଏହି ସମୟରେ ଦୃତ ଗତିରେ ଆସୁଥିବା ଏକ ଇଣ୍ଡିଗୋ କାର କୁ ଅଟକାଇ ତନଖି କରିଥିଲା। ଯାଞ୍ଚ ସମୟରେ ସେଥିରେ ଗଞ୍ଜେଇ ଥିବା ପୋଲିସ ଜାଣିବାକୁ ପାଇଥିଲା। ଗାଡିରୁ ୧ କ୍ବିଣ୍ଟାଲ ୧୦ କେଜି ଗଞ୍ଜେଇ ଜବତ ହୋଇଥିଲା। ଏହାର ଆନୁମାନିକ ମୂଲ୍ୟ ପ୍ରାୟ ୧୧ ଲକ୍ଷ୍ ଟଙ୍କା ହେବ। ତେବେ ପୋଲିସ ଫ ଗାଡି ଡ୍ରାଇଭର କୁ ଗିରଫ କରିଥିବା ବେଳେ ଗାଡିରେ ବସିଥିବା ଗଞ୍ଜେଇ ମାଫିଆ ଚମ୍ପଟ ମାରିଥିଲା । ଗିରଫ ଡ୍ରାଇଭର ଜଣକ ବିରେନ୍ଦ୍ର ସିଂ । ଏହି ଗଞ୍ଜେଇ କେନ୍ଦୁଗୁଡାରୁ ମଧ୍ୟପ୍ରଦେଶ କୁ ଚାଲାଣ ହେଉଥିବା ଗିରଫ ଡ୍ରାଇଭର କହିଛି । ଏଥିରେ ସପୃକ୍ତ ଗଞେଇ ମାଫିଆ କୁ ଧରିବାକୁ ପୋଲିସ ତନାଘନା ଆରମ୍ଭ କରିଦେଇଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!