Thursday, April 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପୁଲିସ, ଅଗ୍ନିଶମ ପାଇଁ ଗୋଟିଏ ନମ୍ବର ୧୧୨

by ସଞ୍ଜୟ ସ୍ୱାଇଁ
September 18, 2021
in Nayagarh
ପୁଲିସ, ଅଗ୍ନିଶମ ପାଇଁ ଗୋଟିଏ ନମ୍ବର ୧୧୨
52
VIEWS
Share on FacebookShare on Twitter

କଟକ,(ବାଘୁଆବାର୍ତ୍ତା): ରାଜ୍ୟ‌ରେ ଲାଗୁ ‌ହୋଇଛି ‌ହୋଇଛି ଏମରଜେନସି ରେସପନ୍‌ସ ସପୋର୍ଟ ସିଷ୍ଟମ (ଇଆରଏସଏସ) ସେବା ୧୧୨। ଏଣିକି ଅଗ୍ନିଶମ ବିଭାଗ ବା ଦମକଳବାହିନୀର ସହୟତା ପାଇଁ ୧୦୧ ବଦଳରେ ସିଧାସଳଖ ଲୋକ ୧୧୨କୁ କଲ କରିପାରିବେ। ଏଣିକି କେ‌ବଳ ୧୧୨ ହିଁ ଏକମାତ୍ର ଜରୁରୀ ସେବା ନମ୍ବର ରହିବ। ଏହି ସେବା ଦ୍ବାରା ମହିଳା ଓ ବରିଷ୍ଠ ନାଗରିକମାନେ ବିଶେଷ ଭାବେ ଉପକୃତ ହେବେ। ଜରୁରୀ ସମୟରେ ଏହି ନମ୍ବରକୁ ଫୋନ କଲେ ତୁରନ୍ତ ସେବା ମିଳିପାରିବ। ସେହିଭଳି ପୂର୍ବରୁ ଜରୁରିକାଳୀନ ପୁଲିସ ସହାୟତା ପ‌ାଇଁ ୧୦୦ ନମ୍ବର ମଧ୍ୟ ଏହା ସହିତ ମିଶାଇ ଦିଆଯାଇଛି। ଏ ନେଇ ସ୍ବତନ୍ତ୍ର ଭାବେ ପ୍ରସ୍ତୁତ ‘୧୧୨’ ଇଣ୍ଡିଆ ମୋବାଇଲ ଆପ୍‌କୁ ଡାଉନଲୋଡ କରିବାକୁ କୁହାଯାଇଛି। ଏହି ଆପ୍‌ ମାଧ୍ୟମରେ ଜଣେ ବ୍ୟକ୍ତି ନିଜର ନାମ ପଞ୍ଜୀକରଣ କରିବା ସହିତ ଲୋକଙ୍କୁ ସ‌ହଯୋଗ କରିବାକୁ ନିବେଦନ କରାଯାଇଛି। ତେଣୁ ଲୋକମାନେ ୧୦୧ ବଦଳରେ ୧୧୨କୁ ଫୋନ କରିବାକୁ ଓଡ଼ିଶା ପୁଲିସ ପକ୍ଷରୁ ନିବେଦନ କରାଯାଇଛି।

ବାଲେଶ୍ୱରର ତାତି ନୟାଗଡରେ

ବାଲେଶ୍ୱରର ତାତି ନୟାଗଡରେ

August 29, 2025
ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

ବାୟକ ସମ୍ରାଟ ଗୋବର୍ଦ୍ଧନ ବେହେରାଙ୍କ ପରଲୋକ

August 29, 2025
ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

ସାପ କାମୁଡାରେ ମହିଳାଙ୍କ ମୃତ୍ୟୁ

July 12, 2025
ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

ସତ୍ୟବ୍ରତ ନାୟକ କଂଗ୍ରେସ ଦଳର ନୂତନ ସଭାପତି         

July 1, 2025
ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

ଜାତୀୟ ବିଦ୍ୟୁତ  ସୁରକ୍ଷା ସପ୍ତାହ -୨୦୨୫ ଅନୁଷ୍ଠିତ 

July 1, 2025

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!