Monday, September 14, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୧୭ କେଜି ବେଆଇନ ଗଞ୍ଜେଇ ସମେତ ଗଞ୍ଜେଇ ପ୍ୟାକିଂ ସାମଗ୍ରୀ ଜବତ

by ସଞ୍ଜୟ ସ୍ୱାଇଁ
February 15, 2025
in Crime, State
୧୧୭ କେଜି ବେଆଇନ ଗଞ୍ଜେଇ ସମେତ ଗଞ୍ଜେଇ ପ୍ୟାକିଂ ସାମଗ୍ରୀ ଜବତ
21
VIEWS
Share on FacebookShare on Twitter

ବାଲିଗୁଡ଼ା, (ବାଘୁଆବାର୍ତ୍ତା): ବେଆଇନ ଗଞ୍ଜେଇ ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ । ଘଟଣାସ୍ଥଳରୁ ୧୧୭ କେଜି ବେଆଇନ ଗଞ୍ଜେଇ ସମେତ ଗଞ୍ଜେଇ ପ୍ୟାକିଂ ସାମଗ୍ରୀ ଜବତ ହୋଇଛି । ଏହାସହ ଜଣଙ୍କୁ ପୋଲିସ ଗିରଫ କରିଥିବା ବେଳେ ଅନ୍ୟ ଜଣେ ଚମ୍ପଟ ମାରିଥିବା ଜଣାପଡ଼ିଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପରମପଙ୍ଗା ପଞ୍ଚାୟତ ଅଞ୍ଚଳରୁ ଛତିଶଗଡ଼ ରାଜ୍ୟକୁ ଚୋରା ଚାଲାଣ ପାଇଁ ଚାଲିଥିଲା ପ୍ରସ୍ତୁତି । ଏହି ସମୟରେ ପୋଲିସ ଚଢାଉ କରି ଗଞ୍ଜେଇ ଜବତ କରିଛି । ଜବତ ହୋଇଥିବା ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ତିନି ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଏନେଇ ବାଲିଗୁଡ଼ା ଥାନାରେ ଏକ ମାମଲା ରୁଜୁ କରି ପୋଲିସ୍ ତଦନ୍ତ ଚଳାଇଛି । ଏହି ଚଢ଼ାଉରେ ବାଲିଗୁଡ଼ା ଥାନା ଅଧିକାରୀ ସମ୍ବିତ୍ କୁମାର ସ୍ବାଇଁ ଓ ତୁମୁଡ଼ିବନ୍ଧ ଥାନା ଭାରପ୍ରାପ୍ତ ଅଧିକାରୀ ଆଶୁତୋଷ ଜେନା ପୁର୍ଣ୍ଣ ସହଯୋଗ କରିଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!