Friday, September 11, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୧୮୦ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଗିରଫ

by ସଞ୍ଜୟ ସ୍ୱାଇଁ
July 10, 2021
in Crime, State
୧୧୮୦ କିଲୋଗ୍ରାମ ଗଞ୍ଜେଇ ଜବତ, ୩ ଗିରଫ
61
VIEWS
Share on FacebookShare on Twitter

ରାୟଗଡ଼ା, (ବାଘୁଆବାର୍ତ୍ତା): ଗଞ୍ଜେଇ ଚୋରା ଚାଲଣ ବେଳେ ଧରିଲା ପୋଲିସ । ପାଟ୍ରୋଲିଂ ବେଳେ କୋଟିଏ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ଥାନା ଅଞ୍ଚଳରୁ ଜବତ ହୋଇଛି ବସ୍ତା ବସ୍ତା ଗଞ୍ଜେଇ । ଏହି ଘଟଣାରେ ୩ ଜଣଙ୍କୁ ପୋଲିସ ଗିରଫ କରିଛି । ମୋଟ୍ ୧୧ଶହ ୮୦ କିଲୋଗ୍ରାମ୍ ଗଞ୍ଜେଇ ଜବତ ହୋଇଛି । ବିଶେଷ ସୂତ୍ରରୁ ଗଞ୍ଜେଇ ଚୋରା ଚାଲାଣର ଖବର ପୋଲିସକୁ ମିଳିଥିଲା । ଗତକାଲି ରାତିରେ ବିଷମକଟକ ଏସଡିପିଓଙ୍କ ନେତୃତ୍ୱରେ ଚନ୍ଦ୍ରପୁର ଥାନା ପୋଲିସ ପାଟ୍ରୋଲିଂ କରୁଥିଲା । ଏତିକିବେଳେ ରବିଗୁଡା ଛକ ନିକଟରେ ଚଢ଼ାଉ କରି ଏହି ଗଞ୍ଜେଇ ଜବତ କରିଛନ୍ତି । ଯାହାର ଆନୁମାନିକ ମୂଲ୍ୟ ଏକ କୋଟି ଟଙ୍କା ହେବ । ୫୯ଟି ପ୍ୟାକେଟରେ ୧୧୮୦ କିଲୋଗ୍ରାମ୍ ଗଞ୍ଜେଇ ମୁନିଗୁଡ଼ା ଅଭିମୁଖେ ଚାଲାଣ କରୁଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!