Friday, August 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦଶପଲ୍ଲାରୁ ୧୩୪ କେଜି ଗଞ୍ଜେଇ ଜବତ

by ସଞ୍ଜୟ ସ୍ୱାଇଁ
March 20, 2021
in Breaking, Crime
ଦଶପଲ୍ଲାରୁ ୧୩୪ କେଜି ଗଞ୍ଜେଇ ଜବତ
407
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଗଞ୍ଜେଇ ଚୋରା ଚାଲାଣ ଚେର ଫୁଲବାଣୀରୁ ରାଜଧାନୀକୁ ଲମ୍ବିଛି । ଗଞ୍ଜେଇ ଚୋରା ଚାଲାଣ କରାଯାଉଥିବା ବେଳେ ପୁଲିସ ହାବୁଡରେ ପଡିଛି କ୍ୱିଣ୍ଟାଲରୁ ଉର୍ଦ୍ଧ ଗଞ୍ଜେଇ । ଫୁଲବାଣୀରୁ ଏକ ଧଳା ରଙ୍ଗର ଭର୍ନା କାରରେ ଦଶପଲ୍ଲା-ନୟାଗଡ଼ ଦେଇ ରାଜଧାନୀ ଚୋରା ଗଞ୍ଜେଇ ଚାଲାଣ ହେଉଥିବା ନେଇ ଦଶପଲ୍ଲା ପୁଲିସକୁ ବିଶେଷ ସୁତ୍ରରୁ ଖବର ପାଇ ଦଶପଲ୍ଲା ଅଞ୍ଚଳରେ ଛକି ରହିଥିଲା । ତେବେ ଭର୍ନା ଗାଡିଟି ଦଶପଲ୍ଲା ତ୍ରିନାଥ ଛକ ପୂର୍ବରୁ ଜାଣିପାରି ଗାଡ଼ି ଛାଡି ଫେରାର ହୋଇଯାଇଥିବା ବେଳେ ପୁଲିସ ଗାଡ଼ି ପାଖରେ ପହଞ୍ôଚ ଗାଡ଼ି ତନଖି କରି ସେଥିରୁ ଗଞ୍ଜେଇ ଜବତ କରିଛି । ଗାଡ଼ିରେ ୧୩୪କେଜି ଗଞ୍ଜେଇ ଜବତ କରିଛି ଦଶପଲ୍ଲା ପୁଲିସ । ଏନେଇ ଥାନାରେ ୪୫/୨୧ରେ ମାମଲା ଋଜୁ କରି ତଦନ୍ତ ଆରମ୍ଭ କରିଥିବା ଦଶପଲ୍ଲା ଥାନା ଅଧିକାରୀ କିରଣ ହେମ୍ରେମ୍ବ ସୂଚନା ଦେଇଛନ୍ତି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!