Tuesday, May 5, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୮ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

by ସଞ୍ଜୟ ସ୍ୱାଇଁ
May 16, 2025
in State
୧୮ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
75
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ବର୍ଷା ଆଣିପାରେ ଆଶ୍ବସ୍ତି । ୧୮ ତାରିଖ ପର୍ଯ୍ୟନ୍ତ ଓଡିଶାର ବିଭିନ୍ନ ଜିଲା ଗୁଡିକରେ ବିଜୁଳି ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ରହିଛି । ସମୁଦ୍ର ପତନ ଠାରୁ ୯ କିଲୋମିଟର ଉଚ୍ଚରେ ଏକ ଟ୍ରପ ଲାଇନ ରହିଥିବାରୁ ଏହାର ପ୍ରଭାବରେ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାକ କେନ୍ଦ୍ର । ଏହାସହ ୪ ଦିନ ଯାଏଁ କାଳବୈଶାଖୀ ପ୍ରଭାବ ରହିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଂଜାମ, ଗଜପତି, ମୟୁରଭଞ୍ଜ ଓ କେନ୍ଦୁଝର ଏହି ୧୨ ଜିଲ୍ଲାକୁକୁ ଉଷ୍ମ ଓ ଆଦ୍ର ସ୍ଥିତି ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ସେହିପରି କାଳବୈଶାଖୀ ବର୍ଷାକୁ ନେଇ ୧୧ ଜିଲ୍ଲା କେନ୍ଦୁଝର, ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ମୟୁରଭଂଜ, ନୂଆପଡା , କୋରାପୁଟ ,ମାଲକାନଗିରି ,ରାୟଗଡା, ଗଂଜାମ ଓ ଗଜପତିକୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି ହୋଇଛି । ବିଜୁଳି ଘଡଘଡି ସହ ହାଲୁକା ବର୍ଷା ସହ ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଗୁଡିକରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବାଧିକ ତାପମାତ୍ରା ପ୍ରାୟ ୪ ରୁ ୫ ଡିଗ୍ରୀ ସେଲସିୟସ ହ୍ରାସ ପାଇଛି ବୋଲି ସୂଚନା ଦେଇଚି ଆଂଚଳିକ ପାଣିପାଗ କେନ୍ଦ୍ର l ଦାକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲା ଗୁଡିକର ଗୋଟିଏ କିମ୍ବା ଦୁଇଟି ସ୍ଥନରେ ପ୍ରାୟ ଦୁଇ ତିନି ଡିଗ୍ରୀ ସେଲସିୟସ ହ୍ରାସ ପାଇଛି l

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

ମାଟ୍ରିକ ପରୀକ୍ଷାର ସଫଳତା: ଜିଲ୍ଲାରେ ନୟାଗଡ଼ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ସର୍ବାଧିକ ପାଞ୍ଚ A1 ଛାତ୍ରଛାତ୍ରୀ

May 2, 2026
ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

ଖୋରଧା ଜିଲ୍ଲା ପ୍ରେସ କ୍ଲବର ନିର୍ଵାଚନ:ତପନ ସଭାପତି, ପ୍ରକାଶ ସଂପାଦକ ନିର୍ବାଚିତ

May 2, 2026
ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

ନୟାଗଡ଼ ଜିଲ୍ଲାର ପ୍ରମୁଖ ଦେବାଳୟ ସମ୍ପତ୍ତି ସୁରକ୍ଷା ପାଇଁ ହାଇଆଲର୍ଟ ବ୍ୟବସ୍ଥା କରନ୍ତୁ ଆଇଜି ସେଣ୍ଟ୍ରାଲ ରେଞ୍ଜ:ଜିଲ୍ଲା କଂଗ୍ରେସ

May 2, 2026
ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

ନୟାଗଡ଼ ରେ ଓୟୁଜେର ପ୍ରତିବାଦ:କଳାବ୍ୟାଚ ପିନ୍ଧିଲେ, ମେମୋରାଣ୍ଡମ ଦେଲେ

May 2, 2026
ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

ଜିଲ୍ଲା କାର୍ଯ୍ୟକାରିଣୀ ଓ ପ୍ରତିବାଦ ସଭା:ସାମ୍ବାଦିକଙ୍କ ଦାବି ପାଇଁ ଲଢ଼େଇ ଜାରି ରହିବ

May 2, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!