Tuesday, April 21, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୮ୱାରେଣ୍ଟ ଗିରଫ୍ କଲା ଇଟାମାଟି ପୁଲିସ

by ସଞ୍ଜୟ ସ୍ୱାଇଁ
March 12, 2021
in Crime, State
୧୮ୱାରେଣ୍ଟ ଗିରଫ୍ କଲା ଇଟାମାଟି ପୁଲିସ
690
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଇଟାମାଟି ପୁଲିସକୁ ମିଳିଛି ବଡ଼ ସଫଳତା । ପୂର୍ବରୁ ଇଟାମାଟି ଥାନାରେ ବିଭିନ୍ନ ଅଭିଯୋଗ ନେଇ ମାମଲା ଋଜୁ ହୋଇଥିଲା । ତେବେ ଯେଉଁମାନଙ୍କ ନାମରେ ମାମଲା ଥିଲା ସେମାନେ ଆତ୍ମଗୋପନ କରିଥିଲେ । ପୁଲିସ ସେମାନଙ୍କ ଉପରେ ନଜର ରଖିଥିଲା । ତେବେ ଏସପିଙ୍କ ନିର୍ଦ୍ଦେଶକ୍ରମେ ଇଟାମାଟି ପୁଲିସ ୪ଦିନରେ ୧୮ଟି ୱାରେଣ୍ଟରକୁ ଗିରଫ୍ କରିବାରେ ଇଟାମାଟି ପୁଲିସ୍ ସଫଳତା ହାତେଇଥିବା ଜଣାପଡିଛି ।

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

ପ୍ରଶାସନିକ ସ୍ତରରେ କବି ଜୟଦେବଙ୍କ ଜୟନ୍ତୀ ପାଳିତ

April 20, 2026
ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

ସୁନାମଧନ୍ୟ ବଂଶୀବାଦକ ବାଉରୀବନ୍ଧୁଙ୍କ ପରଲୋକରେ ଶୋକସଭା

April 20, 2026
ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

ରୋଟାରୀ କ୍ଲବ୍ ନୟାଗଡ଼ରେ ପଲ୍ ହ୍ୟାରିସ୍‌ଙ୍କ ଜନ୍ମଦିନ

April 20, 2026
ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

ପବିତ୍ର ଅକ୍ଷୟ ତୃତୀୟାରେ ଅଖିମୁଠି ଅନୁକଳ କଲେ ମନ୍ତ୍ରୀ

April 20, 2026
ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

ଡ଼ିଏଭି ପବ୍ଲିକ ସ୍କୁଲରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର:୪୦ ୟୁନିଟ୍ ରକ୍ତ ସଂଗ୍ରହ

April 19, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!