Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୧୯ଟି ବାଇକ ଜବତ, ଜଣେ ଗିରଫ

by ସଞ୍ଜୟ ସ୍ୱାଇଁ
September 29, 2024
in Crime, State
୧୯ଟି ବାଇକ ଜବତ, ଜଣେ ଗିରଫ
84
VIEWS
Share on FacebookShare on Twitter

ଗଜପତି, (ବାଘୁଆବାର୍ତ୍ତା): ଆନ୍ଧ୍ର ପ୍ରଦେଶ ଓ ଓଡ଼ିଶାରୁ ଚୋରି ହୋଇଥିବା ୧୯ଟି ବାଇକ୍ ଜବତ କରିଛି ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ। ଏହା ସହିତ ଏଥିରେ ସାମିଲ ଜଣେ ଚୋରକୁ ପୁଲିସ ଗିରଫ କରିଥିବା ବେଳେ ଆଉ ଜଣେ ଫେରାର ଅଛନ୍ତି। ଗିରଫ ଅଭିଯୁକ୍ତଙ୍କ ନାଁ ରଘୁ ପ୍ରଧାନ (୨୯)। ତାଙ୍କ ଘର ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ ଜିଲ୍ଲାର ପଲାସା ଥାନା ଅଞ୍ଚଳରେ। ପୁଲିସ ଜବତ କରିଥିବା ୧୯ଟି ଦୁଇ ଚକିଆ ଗାଡ଼ି ମଧ୍ୟରେ ରହିଛି ୭ଟି ରୋୟାଲ ଏନ୍‌ଫିଲ୍‌ଡ ବୁଲେଟ, ଗୋଟିଏ କେଟିଏମ୍‌, ୬ଟି ପଲସର, ୨ଟି ଆପାଚୀ ଓ ୩ଟି ୟାମାହା କମ୍ପାନୀର ଦାମୀ ବାଇକ। ଏହି ୧୯ଟି ଗାଡ଼ିରୁ ୧୮ଟି ହେଉଛି ଆନ୍ଧ୍ର ପ୍ରଦେଶର ଓ ଗୋଟିଏ ଓଡ଼ିଶାର। ଚୋରମାନେ ଆନ୍ଧ୍ର ପ୍ରଦେଶରୁ ବାଇକ୍ ଚୋରି କରି ପାରଳାଖେମୁଣ୍ଡି ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଲୁଚାଇ ରଖିଥିଲେ ଓ ବିକ୍ରି ଯୋଜନା ରଖି ବିଭିନ୍ନ ଲୋକଙ୍କ ସହ ମୂଲଚାଲ ଚଲାଇଥିଲେ। ହେଲେ ସେଗୁଡ଼ିକୁ ବିକ୍ରି କରିବା ପୂର୍ବରୁ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୁଲିସ ହାତରେ ଧରାପଡ଼ିଥିଲା ଚୋର। ଏହି ଚୋରିରେ ସାମିଲ ଆଉ ଜଣେ ବ୍ୟକ୍ତି ଫେରାର ଅଛନ୍ତି। ପୁଲିସ୍‌ ତାଙ୍କୁ ଧରିବାକୁ ପ୍ରୟାସ ଜାରି ରଖିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!