Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜିଠୁ ଆରମ୍ଭ ହେଉଛି ପ୍ରକ୍ରିୟା

by ସଞ୍ଜୟ ସ୍ୱାଇଁ
June 7, 2024
in Education, State
ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜିଠୁ ଆରମ୍ଭ ହେଉଛି ପ୍ରକ୍ରିୟା
71
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଯୁକ୍ତ ଦୁଇରେ ନାମଲେଖା ପାଇଁ ଆଜିଠୁ ଆରମ୍ଭ ହେଉଛି ପ୍ରକ୍ରିୟା। ଅନଲାଇନରେ ଆବେଦନ କରିବେ ଛାତ୍ରଛାତ୍ରୀ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ www.samsodisha.gov.in ପୋର୍ଟାଲରେ ଛାତ୍ରଛାତ୍ରୀ ଆବେଦନ କରିପାରିବେ। ମୋଟ୍ ୨ହଜାର ୨୨୧ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡ଼ିକରେ ଆଡିମିଶନ କରାଯିବ। ଏଥିପାଇଁ କଳାରେ ୨ଲକ୍ଷ ୯୪ହଜାର ୮୪୦, ବିଜ୍ଞାନରେ ଲକ୍ଷେ ୬୬ ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪ ଓ ଧନ୍ଦାମୂଳକ ଶିକ୍ଷାରେ ୧୦ହଜାର ୫୦୪ ସିଟ୍ ଉପଲବ୍ଧ ରହିଛି। ଜୁଲାଇ ୬ ତାରିଖ ଆବେଦନର ଶେଷ ତାରିଖ ରହିଛି। ଜୁଲାଇ ୧୮ରେ ପ୍ରକାଶ ପାଇବ ପ୍ରଥମ ମେଧା ତାଲିକା। ଯୋଗ୍ୟ ଛାତ୍ରଛାତ୍ରୀ ଜୁଲାଇ ୧୯ରୁ ୨୩ ତାରିଖ ଭିତରେ ନାଁ ଲେଖାଇବେ। ସୂଚନାଯୋଗ୍ୟ, ମେ’ ୨୬ ତାରିଖରେ ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। କଳାରେ ପାସ୍‌ ହାର ୮୦.୯୫% ଥିବା ବେଳେ ବିଜ୍ଞାନର ପାସ୍‌ ହାର ୮୬.୯୩ % ଓ ବାଣିଜ୍ୟର ପାସ୍‌ ହାର ୮୨.୨୭% ଥିଲା। ଚଳିତ ବର୍ଷ ୩ ଲକ୍ଷ ୮୬ହଜାର ୨୫୦ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଗତ ଫେବ୍ରୁଆରୀ ୧୬ରୁ ମାର୍ଚ୍ଚ ୨୦ ତାରିଖ ପର୍ଯ୍ୟନ୍ତ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!