Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୮ ତାରିଖରେ ପ୍ରକାଶ ପାଇବ ଯୁକ୍ତଦୁଇ କଳା ରେଜଲ୍ଟ

by ସଞ୍ଜୟ ସ୍ୱାଇଁ
July 27, 2022
in Education, State
୮ ତାରିଖରେ ପ୍ରକାଶ ପାଇବ ଯୁକ୍ତଦୁଇ କଳା ରେଜଲ୍ଟ
105
VIEWS
Share on FacebookShare on Twitter

ଭୁବନେଶ୍ବର, (ବାଘୁଆବାର୍ତ୍ତା): ଆଜି ଯୁକ୍ତଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି । ଆସନ୍ତା ୮ ତାରିଖରେ ଯୁକ୍ତଦୁଇ କଳା ପରୀକ୍ଷା ଫଳ ପ୍ରକାଶ ପାଇବ । ଆଜି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା ସିଏଚ୍‌ଏସ୍‌ଇ ପକ୍ଷରୁ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି । ସିଏଚଏସଇ ମୁଖ୍ୟାଳୟରେ ଆନୁଷ୍ଠାନିକ ଭାବେ ଏହା ପ୍ରକାଶ । www.odisha results.nic.in ଓ SAMS e space ୱେବସାଇଟ ମାଧ୍ୟମରେ ରେଜଲ୍ଟ ପାଉଛନ୍ତି ଛାତ୍ରଛାତ୍ରୀ । ବିଜ୍ଞାନରେ ୭୮ ହଜାର ଓ ବାଣିଜ୍ୟର ୨୪ ହଜାର ଛାତ୍ରଛାତ୍ରୀଙ୍କୁ ମିଶାଇ ପାଖାପାଖି ୧ ଲକ୍ଷ ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି । ଚଳିତବର୍ଷ ରାଜ୍ୟର ୧ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ମୋଟ୍ ୩ ଲକ୍ଷ ୨୧ହଜାର ୫୦୮ ପରୀକ୍ଷାର୍ଥୀ ଯୁକ୍ତଦୁଇ ପରୀକ୍ଷା ଦେଇଥିଲେ । ବିଜ୍ଞାନରେ ୭୮ ହଜାର ୭୭ ଓ ବାଣିଜ୍ୟରେ ୨୪ ହଜାର ୧୩୬ଜଣ ପରୀକ୍ଷା ଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!