Tuesday, July 7, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

+୨ ଟପ୍ପରଙ୍କୁ ସମ୍ବର୍ଦ୍ଧିତ କଲେ ବ୍ଲକ ଉପାଧ୍ୟକ୍ଷ ଗୟା

by Anil Panda
August 17, 2020
in Feature News, Nayagarh
+୨ ଟପ୍ପରଙ୍କୁ ସମ୍ବର୍ଦ୍ଧିତ କଲେ ବ୍ଲକ ଉପାଧ୍ୟକ୍ଷ ଗୟା
524
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ମହାମାରୀ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ନୟାଗଡ଼ ଜିଲ୍ଲା +୨ ବିଜ୍ଞାନ ପରୀକ୍ଷା ଫଳକୁ ନେଇ ସାରା ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଛି । ଏଭଳି ସ୍ଥିତିରେ ଭାପୁର ବ୍ଲକ ଉପାଧ୍ୟକ୍ଷ ଗୟାଧର ପରିଡ଼ା ଭାପୁର ବ୍ଲକ ଟପ୍ପର ବେତଖୋଲି ଗ୍ରାମର ଆଶୁତୋଷ ପାଣି ଏବଂ ଖଣ୍ଡପଡ଼ା ବ୍ଲକ ଖଳିସାହି ଗ୍ରାମର ରୋଶନ୍‌ଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି । ବ୍ଲକ ଉପାଧ୍ୟକ୍ଷଙ୍କ ଏଭଳି କାର୍ଯ୍ୟକୁ ସବୁ ମହଲରୁ ପ୍ରଶଂସା କରାଯାଉଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!