Thursday, June 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନାକୁ ମାତ୍ ଦେବ ଟୁ-ଡିଜି:ମିଳିଲା ମଞ୍ଜୁରୀ

by ସଞ୍ଜୟ ସ୍ୱାଇଁ
May 8, 2021
in Health, NATIONAL NEWS
କରୋନାକୁ ମାତ୍ ଦେବ ଟୁ-ଡିଜି:ମିଳିଲା ମଞ୍ଜୁରୀ
180
VIEWS
Share on FacebookShare on Twitter

ନୂଆଦିଲ୍ଲୀ, (ବାଘୁଆବାର୍ତ୍ତା): ସାରା ଦେଶରେ ମହାମାରୀ କରୋନା ସଂକ୍ରମିତଙ୍କ ସଂଖ୍ୟା ବ୍ୟାପକ ପରିମାଣରେ ବ୍ୟାପୁଥିବା ବେଳେ ଆସିଛି ଏକ ଆଶ୍ୱସ୍ତିକର ଖବର । ମହାମାରୀ କରୋନାକୁ ମାତ ଦେବାକୁ ଆସିଛି ଆଉ ଏକ ଔଷଧ । ଯେଉଁ ଔଷଧ ବ୍ୟବହାର କରିବା ପାଇଁ ଆଜି ମଞ୍ଜୁରୀ ମିଳିଛି । କରୋନା ମୁକାବିଲା କ୍ଷେତ୍ରରେ ଜରୁରୀକାଳିନ ପରିସ୍ଥିତିରେ ବ୍ୟବହାର ପାଇଁ ଔଷଧକୁ ଅନୁମତି ଦେଇଛି ଡିସିଜିଆଇ । ଏହି ଔଷଧ ଡିଆରଡିଓର ଇନଷ୍ଟିଚ୍ୟୁଟ ଅଫ୍ ନ୍ୟୁୟର୍କର ମେଡିସିନ ଆଣ୍ଡ ଆଲାଉଡ୍ ମଲିକ୍ୟୁଲାର ବାୟୋଲୋଜି(ଆଇଏନଏମଏଏସ) ଏବଂ ହାଇଦ୍ରାବାଦ ସେଣ୍ଟର ଅଫ୍ ସେଲ୍ୟୁଲାର ଆଣ୍ଡ ମଲିକ୍ୟୁଲାର ବାୟୋଲୋଜି (ସିସିଏମବି)ର ମିଳିତ ପ୍ରୟାସରେ ପ୍ରସ୍ତୁତ କରାଯାଇଛି । ମେଡିସିନର ନାଁ ରଖାଯାଇଛି ଟୁ-ଡେଓକ୍ସି-ଡି-ଗ୍ଲୁକୋଜ୍(ଟୁ-ଡିଜି) । ଏହି ଔଷଧ ଉତ୍ପାଦନ ପାଇଁ ହାଇଦ୍ରାବାଦ ସ୍ଥିତ ଡ. ରେଡ୍ଡୀ ଲାବ୍ରୋଟୋରୀକୁ ଅନୁମତି ଦିଆଯାଇଛି ବୋଲି ସୂଚନା ମିଳିଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!