Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
December 31, 2022
in Education, State
ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା
241
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ମାର୍ଚ୍ଚ ପହିଲାରୁ ଯୁକ୍ତଦୁଇ ପରୀକ୍ଷା । ଏନେଇ CHSE ପ୍ରକାଶ କରିଛି ବିଜ୍ଞପ୍ତି । ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମାର୍ଚ୍ଚ ୧ ତାରିଖରୁ ବିଜ୍ଞାନ ପରୀକ୍ଷା ହେବାକୁ ଥିବାବେଳେ ୨ ତାରିଖରୁ କଳା ଓ ବାଣିଜ୍ୟ ଏବଂ ୩ ତାରିଖରୁ ଧନ୍ଦାମୂଳକ ପରୀକ୍ଷା ହେବ । ପରୀକ୍ଷାର ଅଧଘଣ୍ଟା ଆଗରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ଛାତ୍ରଛାତ୍ରୀ । ସକାଳ ୧୦ଟାରୁ ଦିନ ୧ଟା ପର‌୍ୟ୍ୟନ୍ତ ପରୀକ୍ଷା ହେବ । ୧୫ମିନିଟ ଆଗରୁ ମିଳିବ ଉତ୍ତରଖାତା ଓ ୯ଟା ୫୫ରେ ମିଳିବ ପ୍ରଶ୍ନପତ୍ର । ପ୍ରଥମ ଦିନ ମାତୃଭାଷା ବିଷୟରେ ପରୀକ୍ଷା ହେବ । ସିସିଟିଭି ନିୟନ୍ତ୍ରଣରେ ରହିବ ପରୀକ୍ଷା କେନ୍ଦ୍ର । ପରୀକ୍ଷାକେନ୍ଦ୍ରରେ କୋଭିଡ ଗାଇଡଲାଇନ ପାଳନ କରାଯିବ । ଫେବ୍ରୁଆରୀ ୧ରୁ ୧୦ତାରିଖ ଯାଏ ପ୍ରାକ୍ଟିକାଲ୍ ପରୀକ୍ଷା ହେବ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!