Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଫେବ୍ରୁଆରି ୧୮ରୁ ଯୁକ୍ତ ୨ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
November 20, 2024
in Education, State
ନିଟ୍‌ ପରୀକ୍ଷାରେ ଅନ୍ତଃବସ୍ତ୍ର ଖୋଲିବା ପ୍ରସଙ୍ଗ: ୫ ଜଣ ଗିରଫ, ସଫେଇ ଦେଲେ କଲେଜ କର୍ତ୍ତୁପକ୍ଷ
112
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଯୁକ୍ତ ୨ରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କ ପାଇଁ ଏକ ବଡ଼ ଅପଡେ୍ଟ ଖବର ଆସିଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ବାରା ପରିଚାଳିତ ଯୁକ୍ତ ୨ ବାର୍ଷିକ ପରୀକ୍ଷା-୨୦୨୫ ଆସନ୍ତା ଫେବ୍ରୁଆରିରୁ ଆରମ୍ଭ ହେବ ବୋଲି କୁହାଯାଇଛି। ଯୁକ୍ତ ୨ ବାର୍ଷିକ ପରୀକ୍ଷା ପାଇଁ ହାତରେ କମ ସମୟ ରହିଛି। ଏଥି ପାଇଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ପାଠପଢ଼ାକୁ ତୀବ୍ର କରିଦିଆଯାଇଛି। ଠିକ୍‌ ସମୟରେ କୋର୍ସ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ଅଭିଭାବକମାନେ ମାନେ ନିଜନିଜର ପିଲାମାନଙ୍କ ସଫଳତା ପାଇଁ ମଧ୍ୟ ଲାଗିପଡ଼ିଛନ୍ତି। ସିଏଚ୍ଏସ୍ଇ ପକ୍ଷରୁ କୁହାଯାଇଛି ଯେ, ଆସନ୍ତା ଫେବ୍ରୁଆରି ୧୮ ତାରିଖ ଠାରୁ ୨୭ ତାରିଖ ଯାଏଁ ଯୁକ୍ତ ୨ ପରୀକ୍ଷା ଅନୁଷ୍ଠିତ ହେବ। ଫେବ୍ରୁଆରି ୧୮ ତାରିଖ ଦିନ ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ପରୀକ୍ଷା ଆରମ୍ଭ ହେବ। ସେହିପରି ଫେବ୍ରୁଆରି ୧୯ ତାରିଖ ଠାରୁ କଳା ଓ ବାଣିଜ୍ୟର ଥିଓରି ପରୀକ୍ଷା ହେବ। ପ୍ରାକ୍ଟିକାଲ ପରୀକ୍ଷା ଜାନୁଆରି ୨ରୁ ୧୨ ତାରିଖ ଯାଏଁ ଜାରି ରହିବ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!