Saturday, June 6, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା

by ସଞ୍ଜୟ ସ୍ୱାଇଁ
October 5, 2024
in Education, State
ଯୁକ୍ତ ଦୁଇ ପରୀକ୍ଷା ତାରିଖ ଘୋଷଣା
269
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ଘୋଷଣା ହେଲା ଯୁକ୍ତ ଦୁଇ ପରୀକ୍ଷା ତାରିଖ। ପରୀକ୍ଷା ତାରିଖ ଘୋଷଣା କରିଛନ୍ତି CHSE ପରୀକ୍ଷା ନିୟନ୍ତ୍ରକ ଡକ୍ଟର ପ୍ରଶାନ୍ତ କୁମାର ପରିଡା। ଏଥର ଯୁକ୍ତ ଦୁଇ ପରୀକ୍ଷା ଦୁଇ ଭାଗରେ ହେବ। ଇଣ୍ଟରନାଲ ଓ ମେନ ପରୀକ୍ଷା। ଇଣ୍ଟରନାଲ ଡ଼ିସେମ୍ବର ୨୬ ରୁ ୩୦ ଯାଏଁ ହେବ ପରୀକ୍ଷା। ଜାନୁଆରୀ ୨ ରୁ ୧୨ ଭିତରେ ହେବ ପ୍ରାକ୍ଟିକାଲ ପରୀକ୍ଷା। ଫେବୃଆରୀ ୧୫ ରୁ ମାର୍ଚ୍ଚ ୨୦ ଭିତରେ ମେନ ପରୀକ୍ଷା ହେବ। ସମସ୍ତ ଷ୍ଟ୍ରିମର ଫଳାଫଳ ପରୀକ୍ଷା ସରିବାର ୪୫ ଦିନ ଭିତରେ ବାହାରିବ। ଫର୍ମ ଫିଲ ଅପ ଚାଲିଛି। ଯେଉଁମାନେ କରି ନାହାନ୍ତି, ଫାଇନ ଡେଟରେ କରିବେ. ୭୫% ଉପସ୍ଥାନ ନଥିଲେ, ମିଳିବନି ଆଡମିଟ କାର୍ଡ. କିଛି କଲେଜରେ ଯେଉଁଠି ପିଲାମାନଙ୍କ ଉପସ୍ଥାନ କମ ଥିବ, ସେମାନଙ୍କୁ ଶ୍ରେଣୀ ଗୃହକୁ ଆଣିବାକୁ କଲେଜ ଅଧ୍ୟକ୍ଷ ସଚେତନ କରନ୍ତୁ ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!