Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର

by ସଞ୍ଜୟ ସ୍ୱାଇଁ
October 7, 2023
in Education, State
ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର
260
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ଖୁସି ଖବର। ପ୍ରଥମ ଥର ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପ୍ରକାଶ କରିଛି କୋଶ୍ଚିନ ବ୍ୟାଙ୍କ। ଛାତ୍ରଛାତ୍ରୀମାନେ କୋଶ୍ଚିନ ବ୍ୟାଙ୍କରୁ ପ୍ରଶ୍ନ ନେଇ ପରୀକ୍ଷା ପାଇଁ ପ୍ରସ୍ତୁତି କରିପାରିବେ। CBSE ଓ ICSE ବୋର୍ଡ ପକ୍ଷରୁ ପ୍ରତି ବର୍ଷ କୋଶ୍ଚିନ ବ୍ୟାଙ୍କ୍ ଜାରି କରାଯାଇଥାଏ। ଏହା ପରୀକ୍ଷାର୍ଥୀଙ୍କ ପ୍ରସ୍ତୁତିରେ ସହାୟକ ହୁଏ। ତେଣୁ ସିଏଚ୍‌ଏସ୍‌ଇ ପକ୍ଷରୁ କୋଶ୍ଚିନ ବ୍ୟାଙ୍କ ପ୍ରସ୍ତୁତ କରାଯାଇଛି। chseodisha.nic.in ୱେବସାଇଟରେ କୋଶ୍ଚିନ ବ୍ୟାଙ୍କ୍ ଉପଲବ୍ଧ ଅଛି। ପ୍ରଥମ ପର୍ଯ୍ୟାୟରେ ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ଗଣିତ ଓ ବାୟୋଲୋଜିରେ କୋଶ୍ଚିନ ବ୍ୟାଙ୍କ ଉପଲବ୍ଧ ହୋଇଛି। ପରବର୍ତ୍ତୀ ପର୍ଯ୍ୟାୟରେ ଅନ୍ୟ ସମସ୍ତ ବିଷୟର ପ୍ରଶ୍ନ ଅପ୍ ଲୋଡ୍ କରାଯିବ। କୋଶ୍ଚିନ ବ୍ୟାଙ୍କ୍ ନେଇ ଛାତ୍ରଛାତ୍ରୀମାନଙ୍କୁ ସଚେତନ କରିବାକୁ ସବୁ ଯୁକ୍ତ ଦୁଇ କଲେଜ ଅଧ୍ୟକ୍ଷଙ୍କୁ ସିଏଚ୍‌ଏସ୍‌ଇ ପକ୍ଷରୁ ଚିଠି କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!