Wednesday, November 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆଜିଠୁ +୨ ଫର୍ମ ପୂରଣ, ଫେବୃଆରୀ ୧୪ରୁ ପରୀକ୍ଷା

by ସଞ୍ଜୟ ସ୍ୱାଇଁ
November 21, 2023
in Education, State
ଆଜିଠୁ +୨ ଫର୍ମ ପୂରଣ,  ଫେବୃଆରୀ ୧୪ରୁ ପରୀକ୍ଷା
71
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): +୨ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ପାଇଁ ରେଗୁଲାର୍‌‌ ପିଲାଙ୍କ ଫର୍ମପୂରଣ ପ୍ରକ୍ରିୟା ମଙ୍ଗଳବାରଠାରୁ ଆରମ୍ଭ ହେଉଛି। ଏହା ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ଯେଉଁମାନେ ଫର୍ମ ପୂରଣ କରିବେ ନାହିଁ, ସେମାନେ ଡିସେମ୍ବର ୧ରୁ ୭ ତାରିଖ ମଧ୍ୟରେ ୧୦୦ଟଙ୍କା ଜରିମାନା ଦେଇ ଫର୍ମ ପୂରଣ କରିପାରିବେ। ପୁନର୍ବାର କୌଣସି ସମସ୍ୟା ପାଇଁ ଏହି ସମୟସୀମାରେ ଫର୍ମପୂରଣ କରି ନପାରିଲେ, ୪୫୦ଟଙ୍କା ଜରିମାନା ଦେଇ ଡିସେମ୍ବର ୬ ଓ ୭ତାରିଖରେ କରିପାରିବେ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ପକ୍ଷରୁ ସୂଚନା ଦିଆଯାଇଛି। +୨ ପରୀକ୍ଷା ଫେବୃଆରୀ ୧୪ରୁ ଆରମ୍ଭ ହୋଇ ମାର୍ଚ୍ଚ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ। ଜାନୁଆରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ପରୀକ୍ଷା ସୂଚୀ ପ୍ରକାଶ ପାଇବ। ବିଗତ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୮୦ ପ୍ରତିଶତ ବାର୍ଷିକ ଓ ୨୦ ପ୍ରତିଶତ ଇଣ୍ଟରନାଲ୍‌‌ ପରୀକ୍ଷାର ୱେଟେଜ୍‌‌କୁ ନେଇ ଚୂଡ଼ାନ୍ତ ଫଳ ପ୍ରକାଶ ପାଇବ ବୋଲି ସିଏଚ୍‌ଏସ୍‌ଇ କହିଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!