Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

+୨ ପିଲାଙ୍କ ପାଠପଢ଼ାକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ

by ସଞ୍ଜୟ ସ୍ୱାଇଁ
August 18, 2021
in Education
+୨ ପିଲାଙ୍କ ପାଠପଢ଼ାକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ
80
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରାଜ୍ୟରେ କରୋନା ମହାମାରୀର ପ୍ରକୋପ ଏବେ ବି ଜାରି ରହିଛି । ଏହାରି ମଧ୍ୟରେ +୨ ପିଲାଙ୍କ ପାଠପଢ଼ାକୁ ନେଇ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଏଣିକି ୟୁଟ୍ୟୁବରେ ପାଠ ପଢ଼ିବେ +୨ ପ୍ରଥମ ଓ ଦ୍ୱିତୀୟ ବର୍ଷ ପିଲା । ୟୁଟ୍ୟୁବ ପାଠପଢ଼ାକୁ ନେଇ ମନ୍ତ୍ରୀ କହିଛନ୍ତି ଯେ, ‘ପୂର୍ବରୁ ପ୍ରଥମରୁ ଦଶମ ଯାଏ ପିଲାଙ୍କୁ ୟୁଟ୍ୟୁବରେ ପଢ଼ା ଯାଉଥିଲା । ଏବେ +୨ ପିଲାଙ୍କୁ ପାଠ ପଢ଼ାଯିବା ନେଇ ନିଷ୍ପତ୍ତି ହୋଇଛି ।’

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!