Saturday, September 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଟାଉନଥାନା ପୁଲିସ ଦ୍ୱାରା ୨ ଚୋର ଗିରଫ

by ସଞ୍ଜୟ ସ୍ୱାଇଁ
October 27, 2020
in Nayagarh
ନୟାଗଡ଼ ସହର ମଧ୍ୟରୁ ୪୦ କେଜି ଗଞ୍ଜେଇ ଜବତ
1.1k
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଟାଉନଥାନା ପୁଲିସ ଦୁଇ ଜଣ ଚୋରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ସୂଚନାନୁସାରେ, ନୟାଗଡ଼ ଟାଉନଥାନା ବେବର୍ତ୍ତାପଲ୍ଲୀ ନିକଟରେ ଥିବା ଜୀବନ ପାତ୍ରଙ୍କ ଜିମ୍ ସେଣ୍ଟରେ ଲାଗିଥିବା ଏସ୍‌ି ଗୁଡ଼ିକର ତମ୍ବା ପାଇପ ଏବଂ ମୁଲ୍ୟବାନ ତାର କିଛି ଚୋରୀ ହୋଇଥିଲା । ଏହାକୁ ନେଇ ଜୀବନ ଥାନାରେ ଅଭିଯୋଗ କରିଥିଲେ । ପୁଲିସ ଏହି ଘଟଣାରେ ବେବର୍ତ୍ତାପଲ୍ଳୀ ଗ୍ରାମର ସୁନିଲ ନାୟକ ଓରଫ ଗଞ୍ଜା ଏବଂ ବରପଲ୍ଲୀ ଗ୍ରାମର ଚକ୍ରଧର ନନ୍ଦଙ୍କ ପୁଅ ଉଦୟନାଥ ନନ୍ଦଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ଆଇଆଇସି ଜୟଦୀପ ମହାନ୍ତି ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!