Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୦୦ କୋଟି ଟଙ୍କାର କୋକେନ ଜବତ

by ସଞ୍ଜୟ ସ୍ୱାଇଁ
October 2, 2024
in Crime, NATIONAL NEWS
୨୦୦୦ କୋଟି ଟଙ୍କାର କୋକେନ ଜବତ
86
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ଦିଲ୍ଲୀରେ ଆଜି ୫୦୦ କେଜିରୁ ଅଧିକ ଓଜନର କୋକେନ ଜବତ କରାଯାଇଛି। ଜବତ କୋକେନର ମୂଲ୍ୟ ୨୦୦୦ କୋଟି ଟଙ୍କା ହେବ ବୋଲି ଦିଲ୍ଲୀ ପୁଲିସ କହିଛି। ଏହି ଘଟଣାରେ ପୁଲିସ ୪ ଜଣଙ୍କୁ ଗିରଫ କରିଛି। ଏତେ ପରିମାଣରେ କୋକେନ ଜବତ ହେବା ପରେ ଦିଲ୍ଲୀ ପୁଲିସ କହିଛି ଯେ ଏହା ପଛରେ କୌଣସି ଅନ୍ତର୍ଜାତୀୟ ଡ୍ରଗ୍ସ ସ୍ମଗଲିଙ୍ଗ ସିଣ୍ଡିକାଟର ହାତ ଥାଇପାରେ। ଏହା ପୂର୍ବରୁ ଗତ ରବିବାର ଦିଲ୍ଲୀର ତିଲକ ନଗର ଅଞ୍ଚଳରୁ ଦୁଇ ଜଣ ଆଫଗାନିସ୍ତାନ ନାଗରିକଙ୍କଠାରୁ ୪୦୦ ଗ୍ରାମର ହେରୋଇନ ଓ ୧୬୦ ଗ୍ରାମର କୋକେନ ଜବତ କରାଯାଇଥିଲା। ସେହିଦିନ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରୁ ୧୬୬୦ ଗ୍ରାମ କୋକେନ ଜବତ କରାଯାଇଥିଲା, ଯାହାର ମୂଲ୍ୟ ୨୪ କୋଟି ଟଙ୍କା ଥିଲା। ଲାଇବେରିଆର ଜଣେ ନାଗରିକଙ୍କଠାରୁ ଏହି କୋକେନ ଜବତ କରାଯାଇଥିଲା। ସେ ଦୁବାଇରୁ ଆସି ଦିଲ୍ଲୀରେ ଓହ୍ଲାଇବା ପରେ ତାଙ୍କଠାରୁ ଏହି କୋକେନ ଜବତ କରାଯାଇଥିଲା। ତାଙ୍କୁ ଗିରଫ କରାଯାଇଛି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!