Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୦୦୪ ବ୍ୟାଚ ବନ୍ଧୁ ମିଳନ

by ସଞ୍ଜୟ ସ୍ୱାଇଁ
December 30, 2019
in Nayagarh
୨୦୦୪ ବ୍ୟାଚ ବନ୍ଧୁ ମିଳନ
40
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : ଚିନ୍ତାମଣି ବିଦ୍ୟାପୀଠ ସମ୍ପଡ଼ାର ୨୦୦୪ ବ୍ୟାଚ ବନ୍ଧୁ ମିଳନ ଅନୁଷ୍ଠିତ ହୋଇଯାଇଛି ।  ପଞ୍ଚୁପାଣ୍ଡଵ ଠାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ  ସମାଜ ସେବୀ ଅରୁଣ ପଟ୍ଟନାୟକ, ବ୍ୟଙ୍ଗକବି ତଥା ଟିଭି କଳାକାର ଆର୍ତ୍ତତ୍ରାଣ ମିଶ୍ର ଯୋଗ ଦେଇଥିଲେ । ବନ୍ଧୁ ମିଳନର ଆବଶ୍ୟକତା କାହିଁକି ସେ ବିଷୟ ରେ ଆଲୋଚନା ହୋଇଥିଲା । ସମସ୍ତ ଶିକ୍ଷକ ଓ ଅଣଶିକ୍ଷକ ବୃନ୍ଦ ସାମିଲ ହୋଇଥିଲେ। ପ୍ରଧାନଶିକ୍ଷକ  ଭୀମସେନ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସମସ୍ତଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା । ଉତ୍ପଲ ସାହୁ, ଦୀପକ ସାହୁ ମଞ୍ଚ ପରିଚାଳନା କରିଥିଲେ । ପ୍ରଭାତ, ତାପସ, ନରେନ୍ଦ୍ର, ନିରଞ୍ଜନ ସହଯୋଗ କରି ବନ୍ଧୁ ମିଳନ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ । ୧୦୦ରୁ ବନ୍ଧୁ ପରିବାର ସହ  ଯୋଗଦେଇଥିଲେ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!