Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଓଜେଏସ୍ ପରୀକ୍ଷାରେ ମହିଳାଙ୍କ ବାଜିମାତ୍

by ସଞ୍ଜୟ ସ୍ୱାଇଁ
March 9, 2021
in Education, State
ଓଜେଏସ୍ ପରୀକ୍ଷାରେ ମହିଳାଙ୍କ ବାଜିମାତ୍
169
VIEWS
Share on FacebookShare on Twitter

ଭୁବନେଶ୍ୱର,(ବାଘୁଆବାର୍ତ୍ତା): ୨୦୧୯ ଓଜେଏସ୍ ପରୀକ୍ଷା ଫଳ ପ୍ରକାଶ ପାଇଛି । ଓଜେଏସ୍ ପରୀକ୍ଷା ଚଳିତ ବର୍ଷ ଛାତ୍ରୀମାନେ ବାଜିମାତ୍ କରିଥିବା ଜଣାପଡିଛି । ଇସ୍ପିତା କେଶରୱାନ ଓଜେଏସ୍ ଟପ୍ପର ହୋଇଥିବା ବେଳେ ସମ୍ବେଦନା ସନ୍ଦିପ୍ ଦ୍ୱିତୀୟ ସ୍ଥାନରେ ଅଛନ୍ତି । ସେହିଭଳି କୃଷ୍ଣା ମିଶ୍ର ତୃତୀୟ ଓ ପ୍ରିୟଙ୍କା ପ୍ରିୟଦର୍ଶୀ ପଟେଲ ଚତୁର୍ଥ ସ୍ଥାନରେ ଥିବା ଜଣାପଡିଛି । ଓଜେଏସ୍ ପରୀକ୍ଷାରେ ମୋଟ ୪୭ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ସୂଚନା ମିଳିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!