Tuesday, June 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୩ରେ ନାଟକ ‘ରକ୍ତର ଫୁଲ’

by ସଞ୍ଜୟ ସ୍ୱାଇଁ
December 20, 2019
in Entertainment, Society, State
24
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ସଂସ୍କୃତି ସଂଦର ଦ୍ୱାରା ଆୟୋଜିତ ନାଟକ ରକ୍ତର ଫୁଲ ଆସନ୍ତା ୨୩ ତାରିଖ ସୋମବାର ସଂନ୍ଧ୍ୟାରେ ଅନୁଷ୍ଠିତ ହେବ । ନିୟୁ ଜନତା ପୁରୁଣା ସିନେମା ହଲଠାରେ ଅନୁଷ୍ଠିତ ଏହି ନାଟକର ନାଟ୍ୟକାର ହେଉଛନ୍ତି କାର୍ତ୍ତିକ ଚନ୍ଦ୍ର ରଥ । ଏହି ନାଟକୁ ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ଭଗବତୀ ଚରଣ ପଟ୍ଟନାୟକ ନିର୍ଦ୍ଦେଶନା ଦେଉଥିବା ବେଳେ ଏହା ଦର୍ଶକଙ୍କ ମନମୋହିବ ବୋଲି ଜଣାପଡ଼ିଛି । ଏହି କାର୍ଯ୍ୟକ୍ରମରେ ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରିବେ ବୋଲି ଜଣାପଡ଼ିଛି ।

Leave a Reply Cancel reply

Your email address will not be published. Required fields are marked *

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!