Thursday, October 29, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୫ଲିଟର ଦେଶୀ ମଦ ଓ ପ୍ୟାକିଂ ମେସିନ୍ ଜବତ: ଜଣେ ଗିରଫ୍

by ସଞ୍ଜୟ ସ୍ୱାଇଁ
December 8, 2021
in Breaking, Nayagarh
251
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ଖେଡପଡ଼ା ଗ୍ରାମରେ ଚୋରାରେ ଦେଶୀ ମଦ ବ୍ୟବସାୟ ହେଉଥିବା ନେଇ ପୁଲିସ ବିଶେଷ ସୁତ୍ରରୁ ଖବର ପାଇଁ ଘଠଣାସ୍ଥଳରେ ଚଢଉ କରିଥିଲା । ଚଢଉ ସମୟରେ ୨୫୦ ପ୍ୟାକେଟ୍ ପାଉଜ୍ ଦେଶୀ ମଦ ଜବତ କରିବା ସହ ଦେସୀ ମଦବ୍ୟବସାୟୀକୁ ଗିରଫ୍ କରିଛି । ସୂଚନାନୁସାରେ, ନୟାଗଡ଼ ସଦର ଥାନା ଅନ୍ତର୍ଗତ ଖେଡପଡା ଗ୍ରାମର ପ୍ରତାପ ମଣ୍ଡଳ ଓରଫ ଜିତୁ(୩୫) ଘରେ ଚୋରାରେ ଦେଶୀ ମଦ ବ୍ୟବସାୟ କରୁଥିଲା । ଚୋରାରେ ଦେଶୀ ମଦ ଘରେ ମେସିନ୍ ମାଧ୍ୟମରେ ପାଉଜ୍ ପ୍ୟାକେଟ୍ କରି ବାହାରେ ବିକ୍ରି କରୁଥିଲା । ତେବେ ମଙ୍ଗଳବାର ସଦରଥାନା ପୁଲିସ୍ ବିଶେଷ ସୁତ୍ରରୁ ଖବର ପାଇ ପ୍ରତାପଙ୍କ ଘରେ ଚଢଉ କରିଥିଲା । ଉକ୍ତ ସମୟରେ ଘରୁ ୨୫୦ ପ୍ୟାକେଟ୍ ଦେଶୀ ମଦ ପାଉଜ୍ ଜବତ କରିବା ଜିତୁ ନାମାରେ ସଦରଥାନାରେ କେସ୍ ନଂ-୧୮୭/୨୦୨୧ରେ ମାମଲା ରୁଜୁରକି ପ୍ରତାପକୁ ଗିରଫ୍ କରି କୋର୍ଟ ଚାଲାଣ କରାଯାଇଛି ବୋଲି ସଦରଥାନା ଅଧିକାରୀ ଦୀପକ୍ କୁମାର ଖଣ୍ଡାୟତରାୟ ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!