Monday, June 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତୃତୀୟ ଦିନରେ ୨୫ ୟୁନିଟ୍ ରକ୍ତ ସଂଗ୍ରହ

by ସଞ୍ଜୟ ସ୍ୱାଇଁ
April 17, 2020
in Health
ତୃତୀୟ ଦିନରେ ୨୫ ୟୁନିଟ୍ ରକ୍ତ ସଂଗ୍ରହ
9
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ନୟାଗଡ଼ ରକ୍ତ ଭଣ୍ଡାରରେ ନୟାଗଡ଼ ନିର୍ବାଚନ ମଣ୍ଡଳୀ ପକ୍ଷରୁ ଜୀବନବିନ୍ଦୁ ମାଧ୍ୟମରେ ରକ୍ତସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି । ସ୍ଥାନୀୟ ମନ୍ତ୍ରୀ ଡ. ଅରୁଣ କୁମାର ସାହୁଙ୍କ ନିର୍ଦ୍ଦେଶରେ ଗତ ୧୫ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ରକ୍ତ ସଂଗ୍ରହ ପ୍ରକ୍ରିୟା ଆସନ୍ତା ୨୮ ତାରିଖ ପର୍ଯ୍ୟନ୍ତ ପ୍ରତ୍ୟେକ ଦିନ ଜୀବନବିନ୍ଦୁ ମାଧ୍ୟମରେ ଏହି ରକ୍ତସଂଗ୍ରହ କାର୍ଯ୍ୟକ୍ରମ ଚାଲୁ ରହିବ । ଆଜି ତୃତୀୟ ଦିବସରେ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ପକ୍ଷରୁ ୯ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ଭାଟସାହି ପଞ୍ଚାୟତ ପକ୍ଷରୁ ୮ ୟୁନିଟ୍ ଓ ଚଣ୍ଡିବସ୍ତ ପଞ୍ଚାୟତ ପକ୍ଷରୁ ୮ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ଆଜିର କାର୍ଯ୍ୟକ୍ରମରେ ମୋଟ ୨୫ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଛି । ବିଜୁ ଯୁବବାହିନୀ, ଛାତ୍ରବିଜେଡି, ଯୁବ ବିଜେଡିମାନଙ୍କ ମିଳିତ ଉଦ୍ୟମରେ ଏହି ରକ୍ତଦାନ ସଂଗ୍ରହ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଅଛି । ସମାଜସେବୀ ନିରଞ୍ଜନ ବିଧାର, ପୂର୍ଣ୍ଣଚନ୍ଦ୍ର ନାୟକ, ଅଜିତ୍‌ପ୍ରସାଦ ସାହୁ, ବିଜୁ ଯୁବବାହିନୀର ଜିଲ୍ଲା ସଂଯୋଜକ ଦୁର୍ଯ୍ୟୋଧନ ବେହେରା, ବ୍ଲକ୍ ସଂଯୋଜକ ମନୋଜ କୁମାର ପ୍ରଧାନ, ଯୁବ ବିଜେଡି ପକ୍ଷରୁ ରମେଶ କୁମାର ସାହୁ, ବ୍ଲକ୍ ଉପାଧ୍ୟକ୍ଷ ସୁବାଷ କହଁର, ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ ପ୍ରମୁଖ ଯୋଗଦେଇ ଏହି ରକ୍ତଦାନ କାର୍ଯ୍ୟକ୍ରମକୁ ପରିଚାଳନ କରିଥିଲେ ।

Leave a Reply Cancel reply

Your email address will not be published. Required fields are marked *

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!