Wednesday, September 23, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୨୬/୧୧ ମୁମ୍ବାଇ ଆକ୍ରମଣକୁ ୧୬ ବର୍ଷ

by ସଞ୍ଜୟ ସ୍ୱାଇଁ
November 26, 2024
in NATIONAL NEWS
୨୬/୧୧ ମୁମ୍ବାଇ ଆକ୍ରମଣକୁ ୧୬ ବର୍ଷ
71
VIEWS
Share on FacebookShare on Twitter

ଦିଲ୍ଲୀ, (ବାଘୁଆବାର୍ତ୍ତା): ୨୦୦୮ ମସିହା ୨୬/୧୧ ମୁମ୍ବାଇ ଆକ୍ରମଣକୁ ପୁରିଛି ୧୬ ବର୍ଷ । ଠିକ ଆଜିର ଦିନରେ ଜଳପଥରେ ଆସି ମୁମ୍ବାଇରେ ପଶିବା ପରେ ଆତଙ୍କବାଦୀ ଯେଉଁ ମୃତ୍ୟୁ ତାଣ୍ଡବ ରଚିଥିଲେ ତାହା କେହି ଭୁଲି ନାହାନ୍ତି । ନଭେମ୍ବର ୨୬ ମୁମ୍ବାଇ ଆକ୍ରମଣରେ ସହିଦ ଯବାନ ଓ ନାଗିରକଙ୍କୁ ମନେ ପକାଉଛି ସାରା ଦେଶ । ମୁମ୍ବାଇ ଆକ୍ରମଣକୁ ଚାହିଁକି ମଧ୍ୟ କୌଣସି ଭାରତୀୟ ଭୁଲି ପାରିବେ ନାହିଁ । ଆତଙ୍କବାଦୀଙ୍କ ଆକ୍ରମଣରେ ୧୬୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଓ ୩ଶହରୁ ଅଧିକ ଆହତ ହୋଇଥିଲେ । ଆତଙ୍କବାଦୀ ପ୍ରଥମେ ଶିବାଜୀ ଟର୍ମିନାଲ ପରେ ମାୟାନଗରୀର ବିଭିନ୍ନ ସ୍ଥାନରେ ଆଖିବୁଜା ଗୁଳିମାଡ କରି ବ୍ୟାପକ ଧନଜୀବନ ହାନି କରି ଆତଙ୍କ ଖେଳାଇ ଦେଇଥିଲେ । ହେଲେ ଏବେ ୧୫ ବର୍ଷ ପରେ ମୁମ୍ବାଇର ସୁରକ୍ଷା ବ୍ୟବସ୍ଥା ସୁଦୃଢ ହୋଇଛି । ଏବେ କୌଣସି ଆତଙ୍କବାଦୀ ମାୟାନଗରୀ ଉପରେ ଆକ୍ରମଣ କରିବାକୁ ହେଲେ ଶହେ ଥର ଚିନ୍ତା କରିବ। ମୁମ୍ବାଇ ସହର ସାରା ସିସିଟିଭି କ୍ୟାମେରା ଲଗାଯାଇଛି। ସନ୍ଦିଗ୍ଧ ଗତିବିଧି ଦେଖିଲେ କୁଇକ୍ ରେସପନ୍ସ ଟିମ ଘଟଣାସ୍ଥଳରେ ପହଂଚିଯାଉଛି। ସମୁଦ୍ର ପଥରେ ସୁରକ୍ଷାକୁ କଡାକଡି କରାଯାଇଛି। ଏହାଛଡା ଗୁଏନ୍ଦା ବିଭାଗକୁ ଆହୁରି ଶକ୍ତିଶାଳୀ ହୋଇଛି। ତେଣୁ ବର୍ତମାନ ସ୍ଥିତିରେ ମୁମ୍ବାଇ ଉପରେ ଆକ୍ରମଣ କରିବା କୌଣସି ଆତଙ୍କବାଦୀ ସଂଗଠନ ପକ୍ଷେ ସମ୍ଭବ ନୁହେଁ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!