Monday, October 26, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପାକିସ୍ତାନ ଲିଙ୍କ, ନୟାଗଡ଼ର ଆଇଟିଆଇ ଶିକ୍ଷକ ସମେତ ୩ ଗିରଫ

by ସଞ୍ଜୟ ସ୍ୱାଇଁ
May 14, 2023
in Breaking, Crime, Nayagarh
ପାକିସ୍ତାନ ଲିଙ୍କ, ନୟାଗଡ଼ର ଆଇଟିଆଇ ଶିକ୍ଷକ ସମେତ ୩ ଗିରଫ
1.5k
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ପାକିସ୍ତାନ ଲିଙ୍ଗ ଓ ଓଟିପି ଓଟିପି ସେୟାରିଙ୍ଗ ସ୍କାମ ମାମଲାରେ ଏସଟିଏଫ୍ ୩ ଜଣଙ୍କୁ ଗିରଫ କରିଛି । ସେମାନଙ୍କ ମଧ୍ୟରେ ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ବଡ଼ପଣ୍ଡୁସର ଗ୍ରାମର ଆଇଟିଆଇ ଶିକ୍ଷକ ପଠାଣି ସାମନ୍ତ ଲେଙ୍କା, ଦଶପଲ୍ଲା ସାକେଣୀ ଗ୍ରାମର ସରୋଜ କୁମାର ନାୟକ ଯାଜପୁରର ସୌମ୍ୟ ପଟନାୟକ ରହିଥିବା ସୂଚନା ମିଳିଛି । ସେମାନଙ୍କ ନିକଟରୁ ୧୯ ଟି ଦାମୀ ମୋବାଇଲ, ୪୭ଟି ସିମକାର୍ଡ, ୬୧ଟି ଏଟିଏମ୍ କାର୍ଡ ଓ ୨୩ଟି ସିମ କଭର ଜବତ କରିଛି ଏସଟିଏଫର । ଓଟିପି ସେୟାରିଙ୍ଗ ସ୍କାମ କରି କିଛି ପାକିସ୍ଥାନୀ ଇଣ୍ଟେଲିଜେନ୍ସ ଅଧିକାରୀ ଓ ଆଇଏସଆଇ ଏଜେଣ୍ଟମାନଙ୍କୁ ଲିଙ୍କ ଜେନେରେଟ କରି ତଥ୍ୟ ଦେଉଥିଲେ ଅଭିଯୁକ୍ତ । ଏଥିପାଇଁ ଭାରତରେ ଥିବା ପାକିସ୍ତାନୀ ଏଜେଣ୍ଟ ମୋଟା ଅଙ୍କର ଅର୍ଥ ଦେଉଥିଲେ । ସୋସିଆଲ ମିଡ଼ିଆ ପ୍ଳାଟଫର୍ମ, ହ୍ୱାଟ୍ସଆପ, ଟେଲିଗ୍ରାମ, ଇନଷ୍ଟାଗ୍ରାମରେ ବିଭିନ୍ନ ଆକାଉଣ୍ଟ କରି ପାକିସ୍ଥାନୀ ଏଜେଣ୍ଟଙ୍କୁ ଲିଙ୍କ ସେୟାର କରୁଥିଲେ ଅଭିଯୁକ୍ତମାନେ । ଏହି ଲିଙ୍କ ମାଧ୍ୟମରେ ପାକିସ୍ତାନୀ ଏଜେଂଟମାନେ ଆତଙ୍କବାଦୀଙ୍କ ସହ ଯୋଗାଯୋଗ କରୁଥିଲେ । ମାନବଚାଲାଣ, ହନି ଟ୍ର୍ରାପ ଓ ଦେଶ ବିରୋଧୀ ପ୍ର୍ରଚାର କରୁଥିଲେ ଏଜେଂଟ । ଗତ ବର୍ଷ ରାଜସ୍ଥାନରେ ହନିଟ୍ରାପ ମାମଲାରେ ଧରାଯାଇଥିବା ମହିଳା ପିଆଇଓ ଏଜେଣ୍ଟଙ୍କ ସହ ଯୋଗାଯୋଗରେ ଥିଲେ ଏହି ୩ ଅଭିଯୁକ୍ତ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!