Saturday, June 27, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା ଜୁଲାଇ ୧୫ରୁ ଆରମ୍ଭ ହେବ

by ସଞ୍ଜୟ ସ୍ୱାଇଁ
May 21, 2025
in Education, State
ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା ଜୁଲାଇ ୧୫ରୁ ଆରମ୍ଭ ହେବ
42
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଜୁଲାଇ ୧୫ରୁ ଆରମ୍ଭ ହେବ ଯୁକ୍ତ ୩ ପ୍ରଥମ ବର୍ଷ ପାଠପଢ଼ା । ଦଶହରା ପୂର୍ବରୁ ସରିବ କ୍ୟାମ୍ପସ ନିର୍ବାଚନ । ସେଥିପାଇଁ ଆରମ୍ଭ ହୋଇଛି ଆଗୁଆ ଆବେଦନ। ଗତକାଲି ସୁଦ୍ଧା ୯୮ ହଜାର ଛାତ୍ର ଛାତ୍ରୀ କରିଛନ୍ତି ଆବେଦନ । ଏପ୍ରିଲ ୧୬ ତାରିଖରୁ ଆରମ୍ଭ ହୋଇଥିଲା ଯୁକ୍ତ ୩ ଆବେଦନ । ବିଜ୍ଞପ୍ତିରେ ସ୍ପଷ୍ଟ ହୋଇଥିଲା ଯେ ପର୍ଯ୍ୟନ୍ତ ଯୁକ୍ତ ୨ ରେଜଲ୍ଟ ବାହାରିନାହିଁ ସେ ପର୍ଯ୍ୟନ୍ତ ଆବେଦନ ପ୍ରକ୍ରିୟା ଚାଲିବ । ପ୍ରଥମ ଥର ପାଇଁ ରେଜଲ୍ଟ ବାହାରିବା ପୂର୍ବରୁ ଆବେଦନ ପ୍ରକ୍ରିୟା ଆରମ୍ଭ କରାଯାଇଛି । କାରଣ ଗତବର୍ଷ ଆଡମିସନ ପ୍ରକ୍ରିୟା ଶେଷ କରିବାକୁ ଡିସେମ୍ବର ହୋଇଯାଇଥିଲା । ତେଣୁ ଏଥର ଶୀଘ୍ର ନାମଲେଖା କରି ଜୁନରେ ସିଟ୍ ଆଲୋକେସନ ସହ ଜୁଲାଇ ୧୫ରୁ କ୍ଲାସ ଆରମ୍ଭ ହେବ। ତେଣୁ ଏଥର ଶୀଘ୍ର ଆବେଦନ ପ୍ରକ୍ରିୟା ଆରମ୍ଭ କରାଯାଇଥିଲା । ଯେଉଁଥିରେ କୌଣସି ଅସ୍ଵାଭାବିକତା ନାହିଁ। କଲେଜ ଇଲେକ୍ସନ ପାଇଁ ଚିନ୍ତା କରୁଛି ଉଚ୍ଚଶିକ୍ଷା ବିଭାଗ । ଏଣୁ ସଠିକ୍ ସମୟରେ ସବୁ ଶେଷ କରିବାକୁ ହେଲେ ପ୍ରକ୍ରିୟାକୁ ତ୍ୱରିତ କରିବାକୁ ହେବ । ଯେଉଁମାନେ ଜାଣିନାହାନ୍ତି ପ୍ରକ୍ରିୟା ସେଇମାନେ ଅଯଥା ଦୋଷ ଲଦୁଥିବା କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!