Tuesday, June 30, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ତମ୍ବା ତାର, ଏସି ଚୋରି: ୩ ଅଭିଯୁକ୍ତଙ୍କୁ ଗିରଫ କଲା ଆରପିଏଫ୍

by ସଞ୍ଜୟ ସ୍ୱାଇଁ
May 19, 2021
in Breaking, State
ପ୍ରେମୀକା ସହ କମ୍ପାଉଣ୍ଡରଙ୍କ ରୋମାନ୍ସ
142
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା): ରେଳ ବିହାରରୁ ଚୋରି ଅଭିଯୋଗରେ ୩ ଅଭିଯୁକ୍ତକୁ ଗିରଫ୍ କରିଛି ଆରପିଏଫ୍ ପୁଲିସ୍ । ସୂଚନାନୁସାରେ, ଭୁବନେଶ୍ୱର ରେଳ ବିହାରରୁ ୩ଜଣ ବ୍ୟକ୍ତି ଏସି ଓ ତମ୍ବା ତାର ଚୋରି କରୁଥିବା ନେଇ ରେଳ ବିହାରର ବାସିନ୍ଦା ଦେଖି ଆରପିଏଫ୍ ପୁଲିସକୁ ସୂଚନା ଦେଇଥିଲେ । ଖବର ପାଇବା କ୍ଷଣି ଆରପିଏଫ୍ ପୁଲିସ୍ ସିସିଟିଭି ଫୁଟେଜ୍ ଯାଞ୍ଚ କରିବା ସହିତ ଆରପିଏଫ୍ କ୍ରାଇମ୍ ତଦନ୍ତକାରୀ ଟିମ୍ ଓ ମୁଖ୍ୟାଳୟ ଆରପିଏଫ୍ ରିଜର୍ଭ କଂପାନୀର ମିଳିତ ସହଯୋଗରେ ୩ ଅଭିଯୁକ୍ତ ଗିରଫ୍ କରିବା ସହିତ ଚୋରୀ ସାମଗ୍ରୀ ଜବତ କରିଛି ଆରପିଏଫ୍ ପୁଲିସ୍ । ଗିରଫ୍ ହୋଇଥିବା ଅଭିଯୁକ୍ତ ମାନେ ଭୁବନେଶ୍ୱର ସାଲିଆ ସାହି ଅଞ୍ଚଳର ବୋଲି ଜଣାପଡିଛି । ୩ ଜଣ ଅଭିଯୁକ୍ତଙ୍କୁ ମଞ୍ଚେଶ୍ୱର ଆରପିଏଫ୍ ପୋଷ୍ଟକୁ ପଟାଇ ଦିଆଯାଇଛି ।

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!