Monday, August 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୩୭ବର୍ଷ ପରେ ଧରାପଡିଲା ଅଭିଯୁକ୍ତ

by ସଞ୍ଜୟ ସ୍ୱାଇଁ
March 13, 2021
in Crime, State
ପୁଲିସର ସ୍ୱତନ୍ତ୍ର ଅଭିଯାନ; ୧୬୦ଶିଶୁ ଉଦ୍ଧାର
985
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ଅପରାଧି ଯେତିକି ଚାଲାଖ୍ ହୁଅନ୍ତୁ ନା କାହିଁକି ଆଇନ୍ ଆଗରେ ସଦାସର୍ବଦା ହାର ମାନିଥାନ୍ତି । ଏଭଳି ଏକ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲ୍ଲାରେ । ଯେଉଁଠି କି ୩୭ବର୍ଷ ତଳୁ ଜଣେ ଅଭିଯୁକ୍ତ ଡକାୟତ ମାମଲାରେ ଫେରାର ଥିଲେ । ଉକ୍ତ ଅଭିଯୁକ୍ତଙ୍କ ନାମରେ ଜାମିନ୍ ବିହୀନ ୱାରେଣ୍ଟ ଥିଲା । କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ପୁଲିସ ପକ୍ଷରୁ ହୋଇଥିବା ମାମଲାରେ ପୁଲିସ ଉକ୍ତ ଅଭିଯୁକ୍ତକୁ ଗିରଫ କରିଛି । ଯେଉଁଥି ପାଇଁ କି ପୁଲିସ ମହାନିର୍ଦ୍ଦେଶକ ଅଭୟ ପାଟକୁରା ପୁଲିସକୁ ଟ୍ୟୁଟି କରି ଜରିଆରେ ଧନ୍ୟବାଦ ଜଣାଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!