Thursday, June 4, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ନୟାଗଡ଼ରେ ଏ୧ ପାଇଲେ ୪୪ ଛାତ୍ରଛାତ୍ରୀ

by ସଞ୍ଜୟ ସ୍ୱାଇଁ
May 2, 2025
in Education, Nayagarh, State
ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୟୁନିଫର୍ମ
52
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି । ଜିଲ୍ଲାରେ ଚଳିତ ବର୍ଷ ୯୬.୯୧ ପ୍ରତିଶତ ପାସ ହାର ରହିଛି । ଜିଲ୍ଲାରେ ମୋଟ ୧୧ ହଜାର ୨୩୦ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧୫୪ ଜଣ ଅନୁପସ୍ଥିତ ରହିଥିଲେ । ମୋଟ ୧୦ହଜାର ୭୭୭ ଜଣ ଛାତ୍ରଛାତ୍ରୀ ପାସ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୪ ଜଣ ଛାତ୍ରଛାତ୍ରୀ ଏ୧ ପାଇଥିବା ବେଳେ ୩୪୦ ଜଣ ଏ୨, ୮୯୦ ଜଣ ବି୧, ୧୯୨୯ ଜଣ ବି୨, ୩୧୨୧ ଜଣ ସି, ୩୧୦୪ ଜଣ ଡି, ୧୩୪୫ ଜଣ ଇ, ୩୪୩ ଜଣ ଏଫ୍ ଗ୍ରେଡ ପାଇଥିବା ସୂଚନା ମିଳିଛି । କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ ୫୬୫୧ ଜଣ ଛାତ୍ର ଏବଂ ୫୧୨୨ ଜଣ ଛାତ୍ରୀ ରହିଥିବା ସୂଚନା ମିଳିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!