Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଚତୁର୍ଥ ଲହର ନେଇ ସତର୍କ ରହିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର

by ସଞ୍ଜୟ ସ୍ୱାଇଁ
April 18, 2022
in Health, State
ଚତୁର୍ଥ ଲହର ନେଇ ସତର୍କ ରହିବା ପାଇଁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର
223
VIEWS
Share on FacebookShare on Twitter

ଭୁବନେଶ୍ଵର, (ବାଘୁଆବାର୍ତ୍ତା): ଦିଲ୍ଲୀ ଭଳି କିଛି ରାଜ୍ୟରେ ପୁଣି ବଢିଲାଣି କରୋନା ସଂକ୍ରମଣ। ଏନେଇ ପ୍ରତିକ୍ରିୟା ରଖିଛନ୍ତି ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ସେ କହିଛନ୍ତି ଯେ, ରାଜ୍ୟରେ ଏବେ ଖୁବ୍ କମ୍ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ୭ ରୁ ୮ଟି ଜିଲ୍ଲାକୁ ଛାଡ଼ିଦେଲେ ବାକି ଜିଲ୍ଲାରେ ସଂକ୍ରମଣ କେସ୍ ନାହିଁ। ତେଣୁ ଆତଙ୍କିତ ହେବାପରି ସ୍ଥିତି ନାହିଁ। ତଥାପି ସେଭଳି କିଛି ହେଲେ ସତର୍କ ରହିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ସ୍ଵାସ୍ଥ୍ୟ ନିର୍ଦ୍ଦେଶକ ପୁଣି କହିଛନ୍ତି ଯେ, ସମସ୍ତେ ସତର୍କ ଦୃଷ୍ଟି ରଖିବାକୁ ଜିଲ୍ଲାମାନଙ୍କୁ କୁହାଯାଇଛି । ଆଇସିଏମଆର ଗାଇଡଲାଇନ ଅନୁଯାୟୀ ଟେଷ୍ଟ ବଢାଯାଉଛି । କ୍ଲଷ୍ଟର ଆଉଟ ବ୍ରେକ୍ ଯେଉଁଠି ହେଉଛି ତାହା ଉପରେ ତୀକ୍ଷ୍ଣ ନଜର ରଖିବାକୁ କୁହାଯାଇଛି । ହାଇ ରିକ୍ସ ପପୁଲେସନ ଉପରେ ନଜର ରଖାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!