Sunday, September 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୫୮ ବୋତଲ କୋରେସ୍କ ଜବତ, ୨ ଗିରଫ

by Anil Panda
April 11, 2020
in Crime
୫୮ ବୋତଲ କୋରେସ୍କ ଜବତ, ୨ ଗିରଫ
30
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଂଚଳରୁ ଗତକାଲି ପୁଲିସ ୫୮ ବୋତଲ କୋରେସ୍କ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି । ସୂଚନାନୁସାରେ, ଗତକାଲି ବେଆଇନ ଭାବେ କୋରେସ୍କ କାରବାର ଚାଲିଥିବା ନେଇ ଖବର ପାଇଁ ଇଟାମାଟି ପୁଲିସ ଚଢ଼ାଉ କରିଥିଲା । ଏହି ଚଢ଼ାଉ ସମୟରେ ପୁଲିସ ୫୮ ବୋତଲ କୋରେସ୍କ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରିଛି । ଏହି ଦୁଇ ଜଣ ହେଲେ ଗମ୍ଭାରିଡିହି ଗ୍ରାମର ବିଜୟ ସାହୁ ଓ ରାହୁଲ ମଲ୍ଲିକ । ଉଭୟଙ୍କୁ ଗିରଫ କରାଯାଇଥିବା ବେଳେ ଆଜି କୋର୍ଟ ଚାଲାଣ କରାଯିବ ବୋଲି ଇଟାମାଟି ଥାନା ଅଧିକାରୀ ଶରତ ଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!