Sunday, October 25, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଅବସର ନେଲେ ୫ଟି ସଚିବ ଭି. କେ ପାଣ୍ଡିଆନ

by ସଞ୍ଜୟ ସ୍ୱାଇଁ
October 24, 2023
in Breaking, State
ଅବସର ନେଲେ ୫ଟି ସଚିବ ଭି. କେ ପାଣ୍ଡିଆନ
830
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ୫ ଟି ସଚିବ ଭି. କେ ପାଣ୍ଡିଆନ ସ୍ଵେଚ୍ଛାକୃତ ଅବସର ଗ୍ରହଣ କରିଛନ୍ତି। ଗତ ୨୦ ତାରିଖରେ ସେ ଅବସର ପାଇଁ ଆବେଦନ କରିଥିଲେ। ପାଣ୍ଡିଆନ ଅକ୍ଟୋବର ୨୦ତାରିଖରେ ସରକାରୀ ଚାକିରିରୁ ଅବସର ନେବା ପାଇଁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟକୁ ଆବେଦନ କରିଥିଲେ । ତାଙ୍କର ଆବେଦନକୁ ଆଜି କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି । ଏନେଇ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ଅନୁସଚିବ ଭୂପିନ୍ଦର ପାଲ ସିଂ ଆଜି ରାଜ୍ୟ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବଙ୍କୁ ଚିଠି ଲେଖି ଅବଗତ କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!