Thursday, May 28, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭୨ତମ ବନୋତ୍ସବ ସପ୍ତାହ ଅନୁଷ୍ଠିତ

by ସଞ୍ଜୟ ସ୍ୱାଇଁ
July 1, 2021
in Feature News, State
୭୨ତମ ବନୋତ୍ସବ ସପ୍ତାହ ଅନୁଷ୍ଠିତ
55
VIEWS
Share on FacebookShare on Twitter

ନବରଙ୍ଗପୁର, (ବାଘୁଆବାର୍ତ୍ତା): ଡାବୁଗାଁ ବ୍ଲକରେ ଥିବା ଅଗ୍ନିଶମ କେନ୍ଦ୍ରଠାରେ ୭୨ତମ ବନ ମହୋତ୍ସବ ସପ୍ତାହ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଡାବୁଗାଁ ଅଗ୍ନିଶମ ବାହିନୀର ଓ ବନାଞ୍ଚଳ କର୍ମଚାରୀମାନେ ଉପସ୍ଥିତ ରହି ମିଳିତ ଭାବେ ବନୋତ୍ସବ ସପ୍ତାହ ପାଳନ କରିଥିବା ବେଳେ ଡାବୁଗାଁ ବନାଞ୍ଚଳ ଅଧିକାରୀ ଉପସ୍ଥିତ ନଥିଲେ । ଯାହାକୁ ନେଇ ବୁଦ୍ଧିଜୀବି ମହଲରେ ଅସନ୍ତୋଷ ଦେଖାଦେଇଛି । ୭୨ତମ ବନୋତ୍ସବରେ ଡାବୁଗାଁ ବନାଞ୍ଚଳ କାର୍ଯ୍ୟାଳୟର ଅନ୍ୟାନ୍ୟ କର୍ମଚାରୀମାନେ ଉପସ୍ଥିତ ରହି କୋଭିଡ୍ ନିୟମ ପାଳନ କରି ବୃକ୍ଷ ରୋପଣ କରିଥିବା ଜଣାପଡିଛି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!