Saturday, April 18, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭୬ କିଲୋ ଗଞ୍ଜେଇ ଜବତ: ୩ ଗିରଫ

by ସଞ୍ଜୟ ସ୍ୱାଇଁ
February 11, 2020
in Crime
୭୬ କିଲୋ ଗଞ୍ଜେଇ ଜବତ: ୩ ଗିରଫ
13
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା ବ୍ୟୁରୋ): ଫୁଲବାଣୀରୁ କଲିକତା ଅଭିମୁଖେ ଚୋରା ଗଞ୍ଜେଇ ଚାଲାଣ ଖବର ପାଇ ନୟାଗଡ଼ ଟାଉନ୍‌ଥାନା ପକ୍ଷରୁ ଚଢଉ କରାଯାଇ ଗାଡିସହ ୩ଜଣଙ୍କୁ ଗିରଫ କରାଯାଇଛି । ନୟାଗଡ଼ ଘଡୁଆଳ ନିକଟସ୍ଥ ସତ୍‌ସଙ୍ଗ ବିହାରଠାରେ ଅଭିଯୁକ୍ତଙ୍କ ଠାରୁ ୭୬ କେଜି ଗଞ୍ଜେଇ ଜବତ କରାଯାଇଛି । ଗୋରା ଗଞ୍ଜେଇ ନେଇ ଯାଉଥିବା ପଶ୍ଚିମବଙ୍ଗର ନଦିଆ ଜିଲ୍ଲା ଅନ୍ତର୍ଗତ ଅଲେଖ ମଣ୍ଡଳ (୨୯), ସୁମନ ଦେବନାଥ (୨୬), ସଞ୍ଜୟ ସରକାର(୩୦)ଙ୍କୁ ନୟାଗଡ଼ ପୋଲିସ ଗିରଫ କରିଛି । ସକାଳ ୯ଘଟିକା ସମୟରେ ସତ୍‌ସଙ୍ଗ ବିହାର ନିକଟରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ଚଢଉ କର।।ଯାଇ ଗିରଫ କରାଯାଇଥିବା ନୟାଗଡ଼ ଟାଉନଥାନା ଆଇଆଇସି ଜୟଦୀପ ମହାନ୍ତି ପ୍ରକାଶ କରିଛନ୍ତି । ଅଭିଯୁକ୍ତମାନେ ଏକ ଇଣ୍ଡିକା ଗାଡି ନଂ ଡବ୍ଲୁବି୨୬ସି-୬୨୭୨କୁ ଜବତ କରାଯାଇଛି । ଉକ୍ତ ୩ଜଣଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକ:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରୋଗୀଙ୍କୁ ଫଳ ବଣ୍ଟନ

April 17, 2026
ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

ମୁଖ୍ୟମନ୍ତ୍ରୀ ସାମୂହିକ କନ୍ୟା ବିବାହ ଯୋଜନା:ଏପ୍ରିଲ୍ ୨୧ରେ ହେବ ୨୨ଜଣ କନ୍ୟାଙ୍କ ଗଣବିବାହ

April 16, 2026
ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

ନୟାଗଡରେ ସିଏମ ଟ୍ରଫି: ଜିଲ୍ଲା ଓ ବ୍ଲକ୍ ସ୍ତରୀୟ ଖୋଖୋ ପ୍ରତିଯୋଗିତା

April 16, 2026
ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

ପ୍ରକାଶ ପାଇଲା କେନ୍ଦ୍ରୀୟ ଉଚ୍ଚ ମାଧ୍ୟମିକ ପରୀକ୍ଷା ଫଳ:ଡ଼ି.ଏ.ଭି ପବ୍ଲିକ୍ ସ୍କୁଲର ଅଭୂତପୂର୍ବ ସଫଳତା

April 16, 2026
କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

କଣ୍ଟିଲୋ-ଖଣ୍ଡପଡାକୁ ରେଳ ସଂଯୋଗିକରଣ:ଦାବି ପତ୍ର ନେଇ ଖଣ୍ଡପଡା ବିଧାୟକଙ୍କ ଦିଲ୍ଲୀ ଗସ୍ତ

April 16, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!