Wednesday, September 2, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୭ରେ ଭଏସ୍ ଅଫ୍ ନୟାଗଡ଼ ଫାଇନାଲ୍

by ସଞ୍ଜୟ ସ୍ୱାଇଁ
December 4, 2019
in Entertainment
୭ରେ ଭଏସ୍ ଅଫ୍ ନୟାଗଡ଼ ଫାଇନାଲ୍
47
VIEWS
Share on FacebookShare on Twitter

ସୂର, ଲୟ, ତାଳରେ ଝୁମିବେ ଦର୍ଶକ

ନୟାଗଡ଼, (ବାଘୁଆବାର୍ତ୍ତା) : ନୟାଗଡ଼ କ୍ଲବ ଦ୍ୱାରା ଭଏସ୍ ଅଫ ନୟାଗଡ଼ ସିଜିନ-୨ ଫାଇନାଲ୍ ରାଉଣ୍ଡ ଆସନ୍ତା ସାତ ତାରିଖରେ ଅନୁଷ୍ଠିତ ହେବ । ସଂନ୍ଧ୍ୟା ୬ ଘଟିକା ସମୟରେ ଅନୁଷ୍ଠିତ ହେବାକୁ ଥିବା ଏହି ଫାଇନାଲ ପ୍ରତିଯୋଗୀତାରେ ଚଳିତ ବର୍ଷର ବିଜେତା ଘୋଷିତ ହେବେ । ଏଥିପାଇଁ ୧୦ ଜଣ ପ୍ରତିଯୋଗୀଙ୍କ ମଧ୍ୟରେ ହେବ ସଂଘର୍ଷ ପୂର୍ଣ୍ଣ ପ୍ରତିଯୋଗୀତା । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ପ୍ରଖ୍ୟାତ ସଂଗୀତଜ୍ଞ ସୈାରଭ ନାୟକ, ବିଭୂତି ଗଡ଼ନାୟକ, କୃଷ୍ଣଚନ୍ଦ୍ର ସାବତ ବିଚାରପତି ଭାବେ ଯୋଗ ଦେବେ ବୋଲି ଆୟୋଜକଙ୍କ ପକ୍ଷରୁ ସୂଚନା ମିଳିଛି । ଏହି ଅବସରରେ ଶ୍ରେଷ୍ଠ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧିତ କରିବାକୁ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡ଼ର ବିଧାୟକ ତଥା କୃଷି ଓ କୃଷକ ସଶକ୍ତି କରଣ, ମତ୍ସ୍ୟ ଓ ପଶୁ ସଂପଦ ଏବଂ ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଯୋଗ ଦେବେ । ଏହି ସଂନ୍ଧ୍ୟାକୁ ଆକର୍ଷଣୀୟ କରିବା ପାଇଁ ନୟାଗଡ଼ କ୍ଲବର ସଦସ୍ୟମାନେ ଲାଗି ପଡ଼ିଥିବା ସଂଯୋଜକ ଧିରେନ୍ଦ୍ର ପଟ୍ଟନାୟକ ସୂଚନା ଦେଇଛନ୍ତି ।

http://baghuabarta.com/backup/wp-content/uploads/2019/12/Voice-of-nayagarh-1.mp4

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!