Tuesday, November 24, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ସମନ୍ନିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ୭ମ ରାଷ୍ଟ୍ରୀୟ ପୋଷଣ ପକ୍ଷ ପାଳିତ

by ସଞ୍ଜୟ ସ୍ୱାଇଁ
April 21, 2025
in Nayagarh, State
ସମନ୍ନିତ ଶିଶୁ ବିକାଶ ପ୍ରକଳ୍ପ ପକ୍ଷରୁ ୭ମ ରାଷ୍ଟ୍ରୀୟ ପୋଷଣ ପକ୍ଷ ପାଳିତ
225
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ସମନ୍ନିତ ଶିଶୁ ବିକାଶ ପ୍ରକଳ୍ପ ବାଲୁଗାଁ ମଣ୍ଡଳର କଞ୍ଚନବିଲି ଅଙ୍ଗନୱାଡ଼ି କେନ୍ଦ୍ର ଠାରେ ୭ମ ରାଷ୍ଟ୍ରୀୟ ପୋଷଣ ପକ୍ଷ ପାଳିତ ହୋଇଯାଇଛି। ଅଙ୍ଗନୱାଡ଼ି କର୍ମୀ ବିଷ୍ଣୁପ୍ରିୟା ପ୍ରଧାନଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କ୍ରିଦାଶପୁର ସରପଞ୍ଚ ସଞ୍ଜୁବାଳା ବିଶ୍ବାଳ ଯୋଗଦେଇଥିବା ବେଳେ ବାଲୁଗାଁ ମଣ୍ଡଳର ସୁପରଭାଇଜର ସୈ।ମ୍ୟାଶ୍ରୀ ମହାପାତ୍ର ଯୋଗଦେଇ ପୋଷଣ ପକ୍ଷର ତାତ୍ପର୍ଯ୍ୟ ଓ ଏହାର ଆଭିମୁଖ୍ୟ ଉପରେ ବୁଝାଇଥିଲେ।ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଅଙ୍ଗନୱାଡ଼ି ସଂଘ ସଭାପତି ଜ୍ୟୋତ୍ସ୍ନାମୟୀ ପଣ୍ଡାଙ୍କ ସମେତ ବାଲୁଗାଁ ମଣ୍ଡଳର ଗଦାଧରପ୍ରସାଦ ପଞ୍ଚାୟତ , ଲକ୍ଷ୍ମୀପ୍ରସାଦ ପଞ୍ଚାୟତ, ବାଲୁଗାଁ ପଞ୍ଚାୟତ, କ୍ରିଦାଶପୁର ପଞ୍ଚାୟତ ଓ ଶରଧାପୁର ପଞ୍ଚାୟତର ପ୍ରାୟ ୪୦ ଜଣ ଅଙ୍ଗନୱାଡ଼ି କର୍ମୀ ଉପସ୍ଥିତ ଥିଲାବେଳେ ସେମାନେ ନିଜେ ତିଆରି କରି ଆଣିଥିବା ୫୦ ପ୍ରକାରର ପୋଷଣ ଯୁକ୍ତ ଖାଦ୍ୟ ପ୍ରଦର୍ଶନୀ କରିଥିଲେ। ଏହି ପରିପ୍ରେକ୍ଷୀରେ ଏକ ସଚେତନତା ଶୋଭାଯାତ୍ରା ସହ ଜୀବନର ପ୍ରଥମ ୧ହଜାର ଦିନକୁ ଗୁରୁତ୍ବ ଦେବା, ହିତାଧିକାରୀ ପଞ୍ଜିକରଣର ମଡ୍ୟୁଲାର ପ୍ରସାର,ଅତିଶୟ ପୃଷ୍ଟହୀନ ଶିଶୁକୁ ଗୋଷ୍ଠି ଭିତ୍ତିକ ପରିଚାଳନା ଏବଂ ଶିଶୁଙ୍କ ମେଦ ବହୁଳତାର ପ୍ରତିହତ ନିମନ୍ତେ ସୁସ୍ଥ ଜୀବନ ଶୈଳୀର ଅଭ୍ୟାସ ଉପରେ ଆଲୋଚନା କରାଯାଇଥିଲା।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!