Sunday, November 15, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

୯୦୦ ବୋତଲ କଫ ସିରଫ ଜବତ, ଦୁଇ ଭାଇ ଅଟକ

by ସଞ୍ଜୟ ସ୍ୱାଇଁ
October 23, 2024
in Crime, Nayagarh, State
୯୦୦ ବୋତଲ କଫ ସିରଫ ଜବତ, ଦୁଇ ଭାଇ ଅଟକ
675
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ନୟାଗଡ଼ ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା । ନୟାଗଡ଼ ଓ ଦଶପଲ୍ଲା ଅବକାରୀ ବିଭାଗ ବିଶେଷ ସୁତ୍ରରୁ ଖବର ପାଇ ୬ ପେଟି କଫ ସିରଫ ଜବତ କରିଛନ୍ତି । ୬ ପେଟିରେ ୯୦୦ ବୋତଲ କଫ ସିରଫ ଥିବା ଅନୁମାନ କରାଯାଉଛି । ଦଶପଲ୍ଲା ସାତପାଟଣା ଗ୍ରାମର ଦୁଇ ଭାଇ ପ୍ରଦୀପ ପଣ୍ଡା ଓ ଦିଲ୍ଲୀପ ପଣ୍ଡାକୁ ଅବକାରୀ ବିଭାଗ ଅଟକ ରଖିଛି । ଏଥି ସହିତ ଗାଡିର ଡ୍ରାଇଭର ମଧ୍ୟ ଅଟକ ରହିଛି । ଅବକାରୀ ବିଭାଗ ପକ୍ଷରୁ ଅଧିକ ତଦନ୍ତ ଯାରି ରହିଛି । ଏତେ ପରିମାଣର କଫ ସିରଫ କେଉଁଠୁ ଆସୁଥିଲା ଏହାର ତନାଘନା କରୁଛି ଅବକାରୀ ବିଭାଗ ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!