Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଲକର ଖୋଲିଲାନି, ନେଇଗଲେ କମ୍ପ୍ୟୁଟର ଓ ଲାପଟପ

by ସଞ୍ଜୟ ସ୍ୱାଇଁ
April 12, 2023
in Crime, State
ଲକର ଖୋଲିଲାନି, ନେଇଗଲେ କମ୍ପ୍ୟୁଟର ଓ ଲାପଟପ
145
VIEWS
Share on FacebookShare on Twitter

ଖୋର୍ଦ୍ଧା, (ବାଘୁଆବାର୍ତ୍ତା): ସଦର ଥାନା ଗୁଡୁମ୍ ଗାଁରେ ଥିବା ବ୍ୟାଙ୍କ୍ ଅଫ ବରୋଦା ଶାଖା କାର‌୍ୟ୍ୟାଳୟରୁ ଲୁଟ୍ । ଗତ ରାତିରେ ଡକାୟତି ହୋଇଥିବାର ଅଭିଯୋଗ ହୋଇଛି। ଡକାୟତ ମାନେ ବ୍ୟାଙ୍କରୁ କମ୍ପ୍ୟୁଟର, ଲାପଟପ୍, ଏବଂ ଅନ୍ୟ କିଛି ସାମଗ୍ରୀ ନେଇଯାଇଛନ୍ତି। ଲକର ଖୋଲିବାରେ ବିଫଳ ହୋଇଥିବାରୁ ଟଙ୍କା ଲୁଟ୍ କରିପାରି ନାହାନ୍ତି ଦୁର୍ବୃତ୍ତ । ଫଳରେ ସେମାନେ ନିରୂପାୟ ହୋଇ ଲାପଟପ ଓ କମ୍ପ୍ୟୁଟର ଲୁଟ୍ କରିନେଇଛନ୍ତି । ବ୍ୟାଙ୍କ କତ୍ତୃପକ୍ଷଙ୍କ ଠାରୁ ଅଭିଯୋଗ ପାଇବା ପରେ ପୋଲିସ ଟିମ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!