Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଦୁର୍ବୃତ୍ତଙ୍କ ଗୁଳିମାଡରେ ଟଳିଲେ ଛେଳି ବ୍ୟବସାୟୀ, ଲୁଟିନେଲେ ୯ ଲକ୍ଷ

by ସଞ୍ଜୟ ସ୍ୱାଇଁ
April 13, 2023
in Crime, State
ଦୁର୍ବୃତ୍ତଙ୍କ ଗୁଳିମାଡରେ ଟଳିଲେ ଛେଳି  ବ୍ୟବସାୟୀ, ଲୁଟିନେଲେ ୯ ଲକ୍ଷ
15
VIEWS
Share on FacebookShare on Twitter

ସୁନ୍ଦରଗଡ଼, (ବାଘୁଆବାର୍ତ୍ତା): ସୁନ୍ଦରଗଡ ଲେଫ୍ରିପଡା ଥାନା ଛଟେନପାଳି ତାରିଣୀ ମନ୍ଦିର ନିକଟରେ ଗୁଳିକାଣ୍ଡ । ଗୁଳିମାଡ଼ରେ ଜଣେ ମୃତ । ମୃତକ ଜଣକ ହେଉଛନ୍ତି ଜଣେ ଛେଳି ବ୍ୟବସାୟୀ । ଗୁଳିମାଡ ପରେ ଛେଳି ବ୍ୟବସାୟୀଙ୍କଠାରୁ ୯ ଲକ୍ଷ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ । ଛେଳି ବ୍ୟବସାୟୀ ଜଣକ ହେଲେ ସର୍ଗିପାଲି ଶ୍ରଦ୍ଧାପାଳି ଗାଁର । ବ୍ୟବସାୟୀ ଜଣକ ଗୁଣ୍ଡିଆଡ଼ିହି ହାଣିପାନୀ ବଜାରକୁ ଛେଳି କିଣିବା ପାଇଁ ଯାଉଥିବା ସମୟରେ ହୋଇଥିଲା ଏହି ଘଟଣା । ବାଇକରେ ୩ ଜଣ ଆସି ଛେଳି ବେପାରୀଙ୍କ ଉପରେ ଗୁଳିକାଣ୍ଡ କରି ଟଙ୍କା ଲୁଟି ଫେରାର ହୋଇଯାଇଛନ୍ତି । ଘଟଣା ସ୍ଥଳରେ ଲେଫ୍ରିପଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଗୁଳିକାଣ୍ଡରେ ମୃତ୍ୟୁ ହୋଇଥିବା ଛେଳି ବେପାରୀକୁ ସୁନ୍ଦରଗଡ ମୁଖ୍ୟ ଚିକିତ୍ସାଳୟରେ ରହିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!