Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଏକ ତରଫା ପ୍ରେମ, ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଯୁବକଙ୍କ ଭୁଜାଲି ଆକ୍ରମଣ

by ସଞ୍ଜୟ ସ୍ୱାଇଁ
April 13, 2023
in Crime, State
ଏକ ତରଫା ପ୍ରେମ, ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଯୁବକଙ୍କ ଭୁଜାଲି ଆକ୍ରମଣ
50
VIEWS
Share on FacebookShare on Twitter

କଟକ, (ବାଘୁଆବାର୍ତ୍ତା): ଏକ ତରଫା ପ୍ରେମରୁ ନାବାଳିକାଙ୍କୁ ଭୁଜାଲିରେ ଆକ୍ରମଣ କଲା ବିଫଳ ପ୍ରେମିକ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ନରସିଂହପୁର ଥାନା ଓସ୍ତନାରାୟଣୀପୁର ଗ୍ରାମରେ। ସେହି ଗ୍ରାମର ପ୍ରତିସ୍ ପଟ୍ଟନାୟକ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଏକ ତରଫା ପ୍ରେମ କରୁଥିଲେ। ନାବାଳିକା ଜଣଙ୍କ ରାତିରେ କୋଚିଂରୁ ଫେରୁଥିବା ସମୟରେ ଯୁବକ ଜଣଙ୍କ ନାବାଳିକାଙ୍କୁ ପ୍ରେମ ନିବେଦନ କରିଥିଲେ। ନାବାଳିକା ମନା କରିଦେବାରୁ ଭୁଜାଲିରେ ଆକ୍ରମଣ କରିଛି ଯୁବକ। ଏନେଇ ନରସିଂହପୁର ଥାନାରେ ନାବାଳିକାଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି । ଅଭିଯୋଗ ପାଇବା ପରେ ନରସିଂହପୁର ପୋଲିସ ଅଧିକ ତଦନ୍ତ ଆରମ୍ଭ କରିଛି। ଆକ୍ରମଣକାରୀ ଯୁବକ ପେରାର ଥିବାରୁ ପୋଲିସ ତାକୁ ଖୋଜୁଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!