Tuesday, September 1, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

କରୋନା ପାଇଁ ଅଣ୍ଟାଭିଡ଼ିଲେ ଉତ୍ସାହୀ ଯୁବକ

by ସଞ୍ଜୟ ସ୍ୱାଇଁ
May 17, 2020
in Nayagarh
କରୋନା ପାଇଁ ଅଣ୍ଟାଭିଡ଼ିଲେ ଉତ୍ସାହୀ ଯୁବକ
101
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): କରୋନା ମହାମାରିରେ ଦେଶ କବଳିତ ହେଉଛି । ଏପରିକି ସାରା ରାଜ୍ୟରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଗରୀବ ଅସହାୟମାନଙ୍କୁ ସାହାଯ୍ୟ ସହଯୋଗର ହାତ ବଢାଇ ଆସୁଛନ୍ତି । କିଛି ଉତ୍ସାହୀ ଛାତ୍ର, ଯୁବକ ନିଜ ପକେଟରୁ କିଛି ଟଙ୍କା ବାହାର କରି ଅସହାୟ, ନିଃସହାୟ ଓ ଗରୀବ ଲୋକଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ କରିଥିବା ଦେଖିବାକୁ ମିଳିଛି । କାଳିକାପ୍ରସାଦ ପଞ୍ଚାୟତର କିଛି ଯୁବକ ମୁଣ୍ଡପିଛା ଆଦାୟ କରି ଚାଉଳ, ଡାଲି, ଆଳୁ, ପିଆଜ, ଲୁଣ, ତେଲ, ସାବୁନ୍‌, ମାସ୍କ ପରି ସାମଗ୍ରୀ ୫୦ରୁ ଊର୍ଦ୍ଧ୍ୱ ପରିବାରକୁ ବଣ୍ଟନ କରିଛନ୍ତି । ଉକ୍ତ ଗ୍ରାମର ଛାତ୍ର ସୁଶାନ୍ତ ନାୟକ, ଆମେନ୍ ବାସୁଦେବ, ମନୋରଞ୍ଜନ ଜେନା ଓ ଅରୂପନନ୍ଦ ରାଉତ ପ୍ରମୁଖ ମିଳିତ ଭାବେ ଏଭଳି କାର୍ଯ୍ୟ କରିଛନ୍ତି । ଯାହାକୁ ନେଇ ଉକ୍ତ ପଞ୍ଚାୟତରେ ବୁଦ୍ଧିଜୀବୀମାନେ ସେମାନଙ୍କୁ ପ୍ରଶଂସା କରିଛନ୍ତି ।

Leave a Reply Cancel reply

Your email address will not be published. Required fields are marked *

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!