Monday, June 8, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜାଣନ୍ତୁ ୩ କରୋନା ପଜେଟିଭ୍ ଙ୍କ ସମ୍ପର୍କରେ

by ସଞ୍ଜୟ ସ୍ୱାଇଁ
May 18, 2020
in Health, Nayagarh, Society
ନୟାଗଡ: ପୁଣି ୩ କରୋନା ଚିହ୍ନଟ, ମୋଟ ୯
18
VIEWS
Share on FacebookShare on Twitter

ନୟାଗଡ଼,(ବାଘୁଆବାର୍ତ୍ତା): ନୟାଗଡ଼ ଜିଲ୍ଲାରେ ୯ରେ ପହଞ୍ଚିଛି କରୋନା ପଜେଟିଭ୍ ସଂଖ୍ୟା । ଜିଲ୍ଲାରେ ପ୍ରଥମ ଦିନରେ ଜଣେ କରୋନା ପଜେଟିଭ୍ ବାହାରିଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ୩ଜଣ ଏବଂ ତୃତୀୟ ପର୍ଯ୍ୟାୟରେ ଆଉ ଦୁଇଜଣଙ୍କର କରୋନା ପଜେଟିଭ୍ ଚିହ୍ନଟ ହୋଇଥିଲା । ଚତୁର୍ଥ ପର୍ଯ୍ୟାୟରେ ଆଉ ୩ଜଣଙ୍କର କରୋନା ପଜେଟିଭ୍ ଚିହ୍ନଟ ହୋଇଥିବା ବେଳେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୯ରେ ପହଞ୍ଚିଛି । ସମସ୍ତ ୯ ଆକ୍ରାନ୍ତ ରାଜ୍ୟ ଫେରନ୍ତା ବୋଲି ଜଣାପଡିଛି । ସମସ୍ତଙ୍କୁ କ୍ୱାରେଣ୍ଟାଇନ୍ ଗୃହରୁ ଚିହ୍ନଟ କରାଯାଇଛି । ନୂତନ ୩ କଜେଟିଭ୍ ବାହାରିଥିବା ଗଣିଆ କଲେଜ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ବୋଲି ଜଣାପଡ଼ିଛି । ସେମାନେ ସମସ୍ତେ ପୁରୁଷ । ସେମାନଙ୍କ ବୟସ ଯଥାକ୍ରମେ ୩୧, ୪୭ ଓ ୪୮ ବୋଲି ଜଣାପଡିଛି । ଗୁଜୁରାଟର ଅହମ୍ମଦାବାଦରୁ ସେମାନେ ଫେରିଥିଲେ । ପ୍ରଶାସନର ଦୃଢ଼ ପଦକ୍ଷେପ ଯୋଗୁଁ ସେମାନଙ୍କୁ କ୍ୱାରେଣ୍ଟାଇନ୍‌ରେ ରଖାଯାଇଥିଲା । ସମସ୍ତ ୯ କରୋନା ଏବେ ଭୁବନେଶ୍ୱରରେ ଚିକିତ୍ସିତ ହେଉଛନ୍ତି । ସୂଚନାଅନୁସାରେ ଜିଲ୍ଲାର ସମସ୍ତ ୯ କରୋନା ସଂକ୍ରମିତ ରାଜ୍ୟ ଫେରନ୍ତା ବୋଲି ଜଣାପଡିଛି ।

Leave a Reply Cancel reply

Your email address will not be published. Required fields are marked *

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!