Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଗୁପ୍ତାଙ୍ଗ କାଟି ଯୁବକଙ୍କୁ ମାରି ଫିଙ୍ଗିଦେଲେ ଦୁର୍ବୃତ୍ତ

by ସଞ୍ଜୟ ସ୍ୱାଇଁ
April 16, 2023
in Crime, State
ଗୁପ୍ତାଙ୍ଗ କାଟି ଯୁବକଙ୍କୁ ମାରି ଫିଙ୍ଗିଦେଲେ ଦୁର୍ବୃତ୍ତ
108
VIEWS
Share on FacebookShare on Twitter

ବରଗଡ଼, (ବାଘୁଆବାର୍ତ୍ତା): ବୀଭତ୍ସ ହତ୍ୟା । ଯୁବକଙ୍କ ମାରି ଫିଙ୍ଗିଦେଲେ। ଗୁପ୍ତାଙ୍ଗ କାଟି ହତ୍ୟା କଲେ ଦୁର୍ବୃତ୍ତ । ବରଗଡ଼ ଜିଲ୍ଲା ସୋହେଲା ଥାନା ବୁଡ଼ାମାଲ ଗାଁରେ ଘଟିଛି ଏହି ଜଘନ୍ୟ ହତ୍ୟାକାଣ୍ଡ । ଅର୍ଦ୍ଧ ନଗ୍ନ ଅବସ୍ଥାରେ ଯୁବକଙ୍କ ମୃତଦେହ ବିଲରୁ ଉଦ୍ଧାର ହୋଇଛି । କେହି ଦୁର୍ବୃତ୍ତ ତାଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଶବ ନିକଟରେ ରକ୍ତର ଚିହ୍ନ ରହିଛି ଏବଂ ଚପଲ ପଡ଼ିରହିଛି। ମୃତ ଯୁବକ ଜଣକ ବୁଡ଼ାମାଲ ଗ୍ରାମର ବୋଲି ସୂଚନା ମିଳିଛି । ତାଙ୍କର ଆନୁମାନିକ ବୟସ ୩୫ ବର୍ଷ ହୋଇଥିବା ସୂଚନା ମିଳିଛି । ତେବେ ଘଟଣା ସ୍ଥଳକୁ ସୋହେଲା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ କିଏ ଓ କାହିଁକି ଏହି ହତ୍ୟାକାଣ୍ଡ ଘଟାଇଛି ତାହାର କାରଣ ଏଯାଏଁ ଅସ୍ପଷ୍ଟ ରହିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!