Sunday, May 31, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ମାର୍ଟିକ୍ ପରୀକ୍ଷା ଖାତାଦେଖା ଗୋଟିଏ ଦିନ ଘୁଂଚିଲା: ମନ୍ତ୍ରୀ

by Anil Panda
May 18, 2020
in Education
ମାର୍ଟିକ୍  ପରୀକ୍ଷା ଖାତାଦେଖା ଗୋଟିଏ ଦିନ ଘୁଂଚିଲା:  ମନ୍ତ୍ରୀ
10
VIEWS
Share on FacebookShare on Twitter

ଭୁବନେଶ୍ୱର, (ବାଘୁଆବାର୍ତ୍ତା ବ୍ୟୁରୋ): ସାମୁଦ୍ରିକ ଝଡ ଅମ୍ଫାନ ପାଇଁ ମାର୍ଟିକ୍ ପରୀକ୍ଷାର ଖାତାଦେଖା ଗୋଟିଏ ଦିନ ଘୁଂଚିଲା । ଏହା ପୂର୍ବ ନିର୍ଦ୍ଧାରିତ ଚଳିତ ମାସ ୨୦ ତାରିଖ ପରିବର୍ତ୍ତେ ୨୧ ତାରିଖରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଞ୍ଜନ ଦାଶ ପ୍ରକାଶ କରିଛନ୍ତି । ଏଥି ସହିତ ଯୁକ୍ତ ୨ (+୨) ପରୀକ୍ଷା ଜୁଲାଇ ମାସରେ ଅନୁଷ୍ଠିତ ହେବ ଏବଂ ଏହାର ନିର୍ଦ୍ଦିଷ୍ଟ ତାରିଖ ପରବର୍ତୀ ସମୟରେ ପ୍ରକାଶ ପାଇବ । ପୂର୍ବରୁ ଅନୁଷ୍ଠିତ +୨ (ଯୁକ୍ତ ୨) ଛାତ୍ରଛାତ୍ରୀମାନଙ୍କର ଯେଉଁ ବିଷୟରେ ପରୀକ୍ଷା ଶେଷ ହୋଇଯାଇଛି, ସେସବୁର ଖାତାଦେଖା କାର୍ଯ୍ୟ ଜୁନ୍ ମାସରେ ଅନୁଷ୍ଠିତ ହେବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ଦାଶ ପ୍ରକାଶ କରିଛନ୍ତି ।

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026
ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

ବିଜେଡି ପକ୍ଷରୁ ଟିପିସିଓଡିଏଲ୍ କାର୍ଯ୍ୟାଳୟ ଘେରାଉ:ବିଞ୍ଚଣା ହଲାଇ ଜୋରଦାର ପ୍ରତିବାଦ

May 25, 2026
ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

ବିଜେଡି ପକ୍ଷରୁ ମହିଳା ଅଧିକାର ଅଭିଯାନ:ମା’ର ସମ୍ମାନ ମାଟିରୁ ଆକାଶ ଯାଏଁ ଉଚ୍ଚା;ଅରୁଣ

May 24, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!