Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଜେଲଗଲା ସରପଂଚ ହତ୍ୟାକାରୀ

by Anil Panda
May 18, 2020
in Crime
ସରପଞ୍ଚ ହତ୍ୟା ମାମଲା, ମୁଖ୍ୟ ଅଭିଯୁକ୍ତ ଗିରଫ
38
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା): ପୂର୍ବ ଶତୃତାକୁ କେନ୍ଦ୍ରକରି ଖଣ୍ଡପଡ଼ା ଥାନା ଅଧିନ ଢୋଲମରା ପଂଚାୟତର ସରପଂଚ ସୁଶାନ୍ତ କୁମାର ବେହେରାଙ୍କ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ କୁଳମଣି ସ୍ୱାଇଁଙ୍କୁ ପୋଲିସ ରବିବାର ଦିନ ଗିରଫ କରି ଖଣ୍ଡପଡା ଥାନା ହାଜତରେ ଅଟକ ରଖିଥିଲା । ସୋମବାର ଦିନ ଅଭିଯୁକ୍ତକୁ ନୟାଗଡ଼ କୋର୍ଟକୁ ଚାଲାଣ କରାଯାଇଥିଲା । କୋର୍ଟରେ ଜାମିନ ନାମାଜଂରୁ ହେବାରୁ ତାକୁ ନୟାଗଡ଼ ଜେଲକୁ ପଠାଇ ଦିଆଯାଇଥିବା ଜଣାପଡିଛି । ହତ୍ୟାକାଣ୍ଡ ଘଟଣା ସଂପର୍କରେ କୁଳମଣି ଖଣ୍ଡପଡ଼ା ପୋଲିସ ଆଗରେ ବୟାନ ରଖିଥିବା ବେଳେ ହତ୍ୟା ଘଟଣାରେ ବ୍ୟବହୃତ ଧାରୁଆ ଅସ୍ତ୍ର ଓ ରକ୍ତ ଭିଜା ଲୁଗାପଟାକୁ ପୁଲିସ ଜବତ କରିଥିବା ଜଣାଯାଇଛି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!