Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ, ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିଲେ

by ସଞ୍ଜୟ ସ୍ୱାଇଁ
April 20, 2023
in Crime, State
ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ, ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିଲେ
318
VIEWS
Share on FacebookShare on Twitter

ଝାରସୁଗୁଡ଼ା, (ବାଘୁଆବାର୍ତ୍ତା): ଝାରସୁଗୁଡ଼ା ସ୍ଥିତ ଏନଏଚ ଡିଭିଜନ କାର୍ଯ୍ୟାଳୟରେ ଭିଜିଲାନ୍ସ ବିଭାଗର ଚଢ଼ାଉ। ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ଭାବରେ କାର୍ଯ୍ୟ କରୁଥିବା ସଂଯୁକ୍ତା ସିଂହାଙ୍କୁ ଧରିଛି ଭିଜିଲାନ୍ସ ବିଭାଗ। ଜଣେ ଠିକାଦାରଙ୍କ ଠାରୁ ଶେଷ ବିଲ ପାସ କରିବାପାଇଁ ୨୭ ହଜାର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ବିଭାଗ ଧରିଛି। ତାଙ୍କ ଠାରୁ ଭିଜିଲାନ୍ସ ବିଭାଗ ସମସ୍ତ ଟଙ୍କାକୁ ରିକଭରି କରିଛି । ରାଉରକେଲା ଭିଜିଲାନ୍ସ ପକ୍ଷରୁ କେସ ନଂ-୧୦/୨୦୨୩ ରେ ମାମଲା ରୁଜ କରାଯାଇ ଅଧିକ ତଦନ୍ତ ଚାଲିଛି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!