Wednesday, June 17, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ଆହାର କେନ୍ଦ୍ର କର୍ମଚାରୀଙ୍କୁ ‘କରୋନା ଯୋଦ୍ଧା’ ଘୋଷଣା ଦାବି

by Anil Panda
May 20, 2020
in Feature News
ଆହାର କେନ୍ଦ୍ର କର୍ମଚାରୀଙ୍କୁ ‘କରୋନା ଯୋଦ୍ଧା’ ଘୋଷଣା ଦାବି
19
VIEWS
Share on FacebookShare on Twitter

ନୟାଗଡ଼, (ବାଘୁଆବାର୍ତ୍ତା) : କରୋନା ମହାମାରୀର ସଂକ୍ରମଣ ସାରା ବିଶ୍ୱବାସୀଙ୍କୁ ଆତଙ୍କିତ କରି ଦେଇଥିବା ବେଳେ ନିଜ ଜୀବନକୁ ପାଣି ଛଡ଼ାଇ ଅତ୍ୟନ୍ତ ଦାମ୍ଭିକତାର ସହ ଅଭାବୀ, ଗରୀବ ଲୋକମାନଙ୍କୁ ମାତ୍ର ୫ଟଙ୍କା ବିନିମୟରେ ଆହାର କେନ୍ଦ୍ରମାନଙ୍କରେ ଶହଶହ ଲୋକଙ୍କୁ ଖାଦ୍ୟ ଯୋଗାଉଥିବା ଆହାର କର୍ମୀମାନେ ସରକାରଙ୍କ ଦୃଷ୍ଟି ଆଢୁଆଳରେ ରହିଯାଇଛନ୍ତି । ପ୍ରତ୍ୟହ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ଦିନରାତି ଏକ କରିଦେଇଥିବା ଆହାର କର୍ମୀମାନଙ୍କୁ ରବିବାର ମଧ୍ୟ ଆହାର କେନ୍ଦ୍ର ଖୋଲା ରଖିବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି । ଆହାର ଗାଡ଼ି ମାଧ୍ୟମରେ ଜିଲ୍ଲାର ବିଭିନ୍ନ କେନ୍ଦ୍ରମାନଙ୍କରେ ଆହାର କର୍ମୀମାନେ ମନରେ ଭୟ ନରଖି ଖାଦ୍ୟ ପରିବେସଣ କରିଚାଲିଛନ୍ତି । ଅନାହାରରେ କେହି ରହିବେ ନାହିଁ ଲକ୍ଷ୍ୟ ନେଇ ରାଜ୍ୟ ସରକାରଙ୍କ ପରିଚାଳିତ ଆହାର କେନ୍ଦ୍ରରେ କାର୍ଯ୍ୟକରି ଅସହାୟ ଭୋକିଲା ଲୋକଙ୍କ ପେଟକୁ ଆହାର ଯୋଗାଇ ଚାଲିଛନ୍ତି । ଏହି ଦୁର୍ଦ୍ଦିନ ସମୟରେ ଆହାରକେନ୍ଦ୍ର ମାନଙ୍କରେ ନିଷ୍ଠାପର ଭାବେ କାର୍ଯ୍ୟରତ କର୍ମୀମାନଙ୍କୁ “କରୋନା ଯୋଦ୍ଧା’ ଭାବେ ଗଣତି କରିବା ପାଇଁ ବରିଷ୍ଠ ସମାଜସେବୀ ତଥା ରୋଟାରିଆନ୍ ପ୍ରମୋଦ ପଟ୍ଟନାୟକ ଏବଂ ଶ୍ରମିକ ନେତା ଶ୍ରୀକାନ୍ତ ପଟ୍ଟନାୟକ ଜିଲ୍ଲାପାଳ ଡ. ପୋମା ଟୁଡୁଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ଦାବିପତ୍ର ପଠାଇଛନ୍ତି ।

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026
ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

ରାଜ୍ୟ ନିମ୍ନ ମାଧ୍ୟମିକ ଶିକ୍ଷକସଂଘର ରାଜ୍ୟସ୍ତରୀୟ ସମ୍ମିଳନୀ ପାଇଁ ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ

May 27, 2026
ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥଙ୍କ ପିତୃବିୟୋଗ

May 27, 2026
ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍ ସର୍ଭିସେସ ପରୀକ୍ଷା ଫଳ

May 27, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!