Friday, November 20, 2026
ବାଘୁଆବାର୍ତ୍ତା
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
 
WhatsApp chat
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
No Result
View All Result
ବାଘୁଆବାର୍ତ୍ତା

ପ୍ରେମିକର ମୃତ୍ୟୁ ପରେ ଜୀବନ ହାରିଦେଲେ ପ୍ରେମିକା

by ସଞ୍ଜୟ ସ୍ୱାଇଁ
April 24, 2023
in Crime, State
ପ୍ରେମିକର ମୃତ୍ୟୁ ପରେ ଜୀବନ ହାରିଦେଲେ ପ୍ରେମିକା
110
VIEWS
Share on FacebookShare on Twitter

ଚଣ୍ଡୀଖୋଲ, (ବାଘୁଆବାର୍ତ୍ତା): ଯାଜପୁର ଜିଲ୍ଲା ବଇରୀ ଥାନା ଅଧିନ କାଇମାଟିଆରେ ଅଭାବନୀୟ ଘଟଣା । ପ୍ରେମିକର ମୃତ୍ୟୁ ପରେ ଜୀବନ ହାରିଦେଲେ ପ୍ରେମିକା । ଯାହାକୁ ନେଇ ସ୍ଥାନୀୟ ଅଂଚଳରେ ଚାଞ୍ଚଲ୍ୟ ଖେଳିଯାଇଛି । ମୃତ ଯୁବତୀ ହେଲେ ଗୁରୁ ଚରଣ ସାହୁଙ୍କ ଝିଅ ନମିତା ସାହୁ । ଘଟଣା ସ୍ଥଳରେ ବଇରୀ ପୋଲିସ ପହଂଚି ମୃତଦେହକୁ ଜବତ କରିବା ସହ ଘଟଣାର ଅଧିକ ତଦନ୍ତ ଚଳାଇଛି । ବିରିଜଙ୍ଗା ଗ୍ରାମର ଯୁବକ ପ୍ରଭାତ କୁମାର ଲେଙ୍କା ଘରେ ରଶି ଲଗାଇ ଆତ୍ମହତ୍ୟା କରିଥିଲେ । ସୂଚନା ଅନୁଯାଇ ପ୍ରଭାତ ବଇରୀ ଅଂଚଳର ଜୈନିକ ଯୁବତୀଙ୍କୁ ଭଲ ପାଉଥିଲେ । ପରେ ଯୁବତୀ ଓ ତାଙ୍କ ପରିବାର ଲୋକେ ଯୁବକଙ୍କୁ ଶାରୀରିକ ଓ ମାନସିକ ନିର‌୍ୟାତନା ଦେଇ ଆସୁଥିବା ବେଳେ ଯୁବକ ଜଣକ ସେଥିପାଇଁ ଆତ୍ମହତ୍ୟା କରିଥିବା ପରିବାର ଲୋକେ ସମ୍ପୃକ୍ତ ଯୁବତୀଙ୍କ ନାମରେ ଥାନାରେ ଲିଖିତ ଅଭିଯୋଗ କରିଥିଲେ । ହେଲେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି. ଏହି ଘଟଣରେ ସମ୍ପୃକ୍ତ ଥିବା ଯୁବତୀ ଜଣକ ଘରେ ସମସ୍ତେ ସୋଇ ପଡ଼ିଥିବା ସମୟରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି ।

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

ଏମ୍‌ଏମ୍‌ଡିଆର୍ ପ୍ରସଙ୍ଗ ; ରାଜ୍ୟ ସ୍ୱାର୍ଥ ଅପେକ୍ଷା ବିଜେପି ସ୍ୱାର୍ଥକୁ ସୁରକ୍ଷା

August 30, 2026
ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

ଛାତ୍ର ସଂଗଠନକୁ ଗୁରୁମନ୍ତ୍ର ଦେଲେ ଅରୁଣ

August 30, 2026
ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଜିଲ୍ଲାସ୍ତରୀୟ ୧୨ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 22, 2026
ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

ବିଶ୍ୱ ଶିଶୁ ଶ୍ରମ ନିଷେଧ ଦିବସ

June 12, 2026
ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

ନୟାଗଡ଼ ରୋଟାରୀ କ୍ଲବ ପରିଦର୍ଶନ କଲେ ଜିଲ୍ଲା ଗଭର୍ଣ୍ଣର

June 7, 2026

© 2025 Baghuabarta. Designed & Developed by WebHunk International

No Result
View All Result
  • ରାଜ୍ୟ
  • ନୟାଗଡ
  • ଜାତୀୟ
  • ରାଜନୀତି
  • ଯୋଜନା ଓ ବିକାଶ
  • ଶିକ୍ଷା
  • ବାଣିଜ୍ୟ
  • କ୍ରୀଡ଼ା
  • ଅପରାଧ
  • ମନୋରଂଜନ
  • ଭିଡିଓ
WhatsApp chat
error: Content is protected !!